ସୋଆକୁ “ୱାନ୍ ଡିଷ୍ଟ୍ରିକ୍ଟ ୱାନ୍ ଗ୍ରୀନ୍ ଚାମ୍ପିଅନ୍” ଆଖ୍ୟା
ଭୁବନେଶ୍ୱର : ସ୍ୱଚ୍ଛତା ଆକ୍ସନ୍ ପ୍ଲାନ୍ କାର୍ଯ୍ୟକ୍ରମରେ ଉତମ ପାରଦର୍ଶିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଖୋର୍ଦ୍ଧା ଜିଲ୍ଲା ନିମନ୍ତେ ବୁଧବାର ଦିନ “ୱାନ୍ ଡିଷ୍ଟ୍ରିକ୍ଟ ୱାନ୍ ଗ୍ରୀନ୍ ଚାମ୍ପିଅନ୍” ପୁରସ୍କାର ପ୍ରଦାନ କରାଯାଇଛି । ଶିକ୍ଷା ମନ୍ତ୍ରଣାଳୟ ଅଧିନସ୍ଥ ମହାତ୍ମା!-->…
