ଭାରତକୁ ଚେତାବନୀ ଦେଲା ତାଲିବାନ
ନୂଆଦିଲ୍ଲୀ : ଆଫଗାନିସ୍ତାନରେ ଗୋଟିଏ ପରେ ଗୋଟିଏ ପ୍ରାନ୍ତ ଦଖଲ କରି ଚାଲିଛି ତାଲିବାନ । ଏପରିକି ରାଜଧାନୀ କାବୁଲଠୁ ଆଉ କେଇ କିଲୋମିଟର ଦୂରରେ ଏହି ଆତଙ୍କୀ ଗୋଷ୍ଠୀ । ଏହା ମଧ୍ୟରେ ତାଲିବାନ ଭାରତକୁ ଦେଇଛି କଡା ଚେତାବନୀ । ବିଦ୍ରୋହୀ ସଂଗଠନର ମୁଖପାତ୍ର ସ୍ପଷ୍ଟ ଶବ୍ଦରେ କହିଛନ୍ତି,!-->…
