Odia News Portal

ପୁଣି ୨ ଘଣ୍ଟା ପାଇଁ ଅଚଳ ହୋଇଥିଲା

ନୂଆଦିଲ୍ଲୀ: କ୍ଷମା ମାଗିଲା ଫେସବୁକ୍। ଶୁକ୍ରବାର ଦିନ ସେବାରେ ଆଉ ଦୁଇ ଘଣ୍ଟା ବ୍ୟାଘାତ ଯୋଗୁ ଫେସବୁକ ଉପଭୋକ୍ତାଙ୍କୁ କ୍ଷମା ମାଗିଛି। ଏକ ସପ୍ତାହ ମଧ୍ୟରେ ଦୁଇ ଦୁଇ ଥର ଲୋକଙ୍କୁ ସେବା ଯୋଗାଇବାରେ ବ୍ୟାଘାତ ଯୋଗୁ ଫେସବୁକ୍‌ କ୍ଷମା ମାଗିଛି। କମ୍ପାନୀର କହିବାନୁସାରେ, ଏହାର ସୋସିଆଲ…

ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଗର୍ବ ଏବଂ ଗୌରବ ଥିଲେ ଉକ୍ରଳମଣି ପଣ୍ଡିତ ଗୋପବନ୍ଧୁ ଦାସ । ଦରଦୀବନ୍ଧୁ ଥିଲେ ଗୋପବନ୍ଧୁ । ଗରୀବ ଅସହାୟଙ୍କୁ ସହଯୋଗ କରିବା ସହ ସ୍ୱାଧିନତା ସଂଗ୍ରାମୀଥିଲେ ସେ । ତାଙ୍କର ବଳିଦାନ ସବୁଦିନ ଲାଗି ଚିରସ୍ମରଣୀୟ । ତେବେ ଆଜି ହେଉଛି ଏହି ମହାପୁରୁଷଙ୍କ ଜୟନ୍ତୀ । ଏହି…

ଦେବଗଡରେ ବିଜୁ ସାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଦେବଗଡ : କୌଣସି ପରିସ୍ଥିତିରେ ଚିକିତ୍ସା ପାଇଁ ଅର୍ଥ ବାଧକ ନ ସାଜୁ । ଚିକିତ୍ସା ଖର୍ଚ୍ଚ ତୁଳାଇବାକୁ ଯାଇ ଘର ବନ୍ଧା ନ ପଡୁ । ଏହି ଉଦ୍ଦେଶ୍ୟରେ ହିଁ ଦେଶର ସର୍ବପ୍ରଥମ ରାଜ୍ୟ ଭାବେ ଓଡିଶା ସରକାର ବିଜୁ ସାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଆରମ୍ଭ କରିଛନ୍ତି ।…

ବିଦ୍ୟାଭାରତୀଙ୍କ ନାଁରେ ୩ଶହ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ରହସ୍ୟକୁ ନେଇ ଚର୍ଚ୍ଚା ଥମିବାର ନାଁ ଧରୁନି । ରୋଷେୟା ଏବଂ ଡିଏଫଓଙ୍କୁ କ୍ରାଇମବ୍ରାଞ୍ଚ କ୍ଲିନଚିଟ୍ ଦେଇଥିବାବେଳେ ବିଦ୍ୟାଭାରତୀଙ୍କ ଉପରକୁ ଉଠିଛି ଅଙ୍ଗଳି । ବିଦ୍ୟାଭାରତୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ । ୩୦୦ ପୃଷ୍ଠାର…

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ମନ୍ଥର ଗତିରେ ତଳକୁ ଖସୁଛି । ଶୁକ୍ରବାର ଦିନକ ମଧ୍ୟରେ ୧୯,୭୪୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୨୩,୦୭୦ ଜଣ ସୁସ୍ଥ ହୋଇଛନ୍ତି । ଦୈନିକ ପରୀକ୍ଷା କରାଯାଉଥିବା ନମୁନା ମଧ୍ୟରେ ସଂକ୍ରମଣ ହାର ୦.୭୦%…

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ଦିନକରେ ଚିହ୍ନଟ ହୋଇଛନ୍ତି ୫୨୬ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୩୦୩ ଓ ସ୍ଥାନୀୟ ଅଂଚଳରୁ ୨୨୩ ରୋଗୀ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ୬୮ ଜଣ ଅଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪କୁ ବୃଦ୍ଧି ପାଇଛି…

ଯୁବପୀଢ଼ୀଙ୍କ ଲାଗି ଉଦାହରଣ ମହେଶ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ବେଶ ଜଣା ଶୁଣା ଯୁବ ଚେହେରା ମହେଶ ପାଢ଼ୀଙ୍କୁ ନେଇ ଅନେକ ଚର୍ଚ୍ଚା । ଲୋକଙ୍କ ପାଇଁ ଦିନ ରାତି ସେବା କାର୍ୟ୍ୟ ସଂଗଠନକୁ ମଜବୁତ କରିବା ସହିତ ଅସହାୟ ଲୋକଙ୍କ ଦରଦୀବନ୍ଧୁ ଭଳି ସବୁଥିରେ ଆଗଭର ରହିଥାନ୍ତି ମହେଶ । ଯଦି କାହାକୁ ବିପଦ ଆସେ ଲୋକଙ୍କ…

ବନ୍ଧୁକ ତିଆରି କାରଖାନା ଠାବ କଲା ପରଜଙ୍ଗ ପୋଲିସ, ଜଣେ ଗିରଫ

ଅନୁଗୁଳ: ଗତ ୭ ତାରିଖ ରାତିରେ ଏକ ବିଶେଷ ସୂତ୍ରରୁ ଖବର ପାଇ ପରଜଙ୍ଗ ଥାନା ଓ ମହାବିରୋଡ଼ ପୋଲିସ ଫାଣ୍ଡି ପୋଲିସ ମିଳିତ ହୋଇ ମହାବିରୋଡ଼ ଅନ୍ତର୍ଗତ ବାମ ଗ୍ରାମର ଭୁତୁଭୁତିଆ ସାହିର ମଙ୍ଗୁଲୁ ମହାରଣାଙ୍କ ଘରେ ଚଢ଼ାଉ କରି ଏକ ଦେଶୀ ବନ୍ଧୁକ ତିଆରି କାରଖାନାକୁ ଠାବ କରିଛନ୍ତି ।ଉକ୍ତ ସ୍ଥାନରୁ…

କେନ୍ଦୁଝର ବନଖଣ୍ଡ ଓ ବନ୍ୟପ୍ରାଣୀ ଆନୁକୂଲ୍ୟରେ ବନ୍ୟପ୍ରାଣୀ ସପ୍ତାହ ପାଳିତ

କେନ୍ଦୁଝର: ବନ୍ୟପ୍ରାଣୀର ସୁରକ୍ଷା ପାଇଁ ସମସ୍ତେ ତତ୍ଵାବଧାରକ ସାଜିବାକୁ ଆହ୍ବାନ ଦେଇଛନ୍ତି କେନ୍ଦୁଝର ବନଖଣ୍ଡ ଅଧିକାରୀ ତଥା ବନ୍ୟପ୍ରାଣୀ ତତ୍ଵାବଧାରକ ଧନରାଜ ଏଚ୍.ଡି. । କେନ୍ଦୁଝର ବନଖଣ୍ଡ ଓ ବନ୍ୟପ୍ରାଣୀ ଜିଭିଜନ ଆନୁକୂଲ୍ୟରେ ଆଜି କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ୟ୍ୟାଳୟସ୍ଥ ଦରବାର…

ଗୋରୁପଲ ବିରି ଖାଇବାରୁ ଯୁବକଙ୍କୁ ତୀର ମାରି ହତ୍ୟା

କେନ୍ଦୁଝର: ବାଂଶପାଳ ବ୍ଲକ ନୟାକୋଟ ଥାନା କୋଡାକଳା ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି.ଗୋରୁ ପଲ ବିରି ଖାଇଦେବାରୁ ଯୁବକଙ୍କୁ ତୀର ମାରି ହତ୍ୟା କରିଥିବା ଜଣାପଡିଛି । ମୃତକ ଜଣକ କୋଡାକଳା ଗ୍ରାମର ନୀଳ ଗିରି (୨୮) । ସୂଚନା ନୁ ସାରେ ଗତକାଲି ଅପରାହ୍ନରେ ଗ୍ରାମର ଜଗଦୀଶ…