ନଜର ପକାନ୍ତୁ ରାଜ୍ଯର କରୋନା ଅପଡେଟ୍ ଉପରେ…
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୩୧ଜଣ ଶିଶୁ ଓ କିଶୋର କରୋନା!-->…
