ଆସନ୍ତାକାଲିଠୁ ୨୫ ପର୍ଯ୍ୟନ୍ତ ବନ୍ଦ ରହିବ ହାଇକୋର୍ଟ
କଟକ : ଓଡିଶା ହାଇକୋର୍ଟର ଦୁର୍ଗାପୂଜା ଅବକାଶ । ଆସନ୍ତା କାଲିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ହାଇକୋର୍ଟ । ଏହି ଅବକାଶ ସମୟରେ ଅକ୍ଟୋବର ୧୧,୧୮ ଓ ୨୧ ତାରିଖରେ ଅବକାଶ କାଳୀନ ଖଣ୍ଡପୀଠ ବସି ଜରୁରୀ ମାମଲା ଗୁଡିକର ଶୁଣାଣି କରିବେ। କୋଭିଡ଼ କଟକଣା ମାନି ସକାଳ ୧୧ ଟାରୁ ଅପରାହ୍ନ ୩!-->…
