ଆଜିଠୁ ନନ୍ଦନକାନନରେ ଗଡ଼ିବ ଟଏ ଟ୍ରେନ୍
ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଆଜିଠୁ ପୁଣି ଥରେ ନନ୍ଦନକାନନରେ ଟଏ ଟ୍ରେନରେ ବସି ଚିଡିଆଖାନା ବୁଲିବାର ମଜା ନେଇପାରିବେ ପର୍ଯ୍ୟଟକ । ୭ ବର୍ଷ ପରେ ଟ୍ରାକରେ ଗଡ଼ିବ ଟଏ ଟ୍ରେନ୍। ୭୬-ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ସମାରୋହ ଅବସରରେ ଆଜି ଉଦଘାଟିତ ହେବ ଟଏଟ୍ରେନ ।!-->…
