ଭିଜିଲାନ୍ସ ପଞ୍ଝାରେ ମୁରିବାହାଲ ଏବିଇଓ
ବଲାଙ୍ଗୀର: ବଲାଙ୍ଗୀର ଜିଲା ମୁରିବାହାଲ ଏବିଇଓ ଦେବରାଜ ଦାସ ସୋମବାର ଲାଞ୍ଚ ନେଇ ଧରାପଡ଼ିଛନ୍ତି। ଏବିଇଓ ଜଣେ ଶିକ୍ଷକଙ୍କଠାରୁ ୫ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ବିଭାଗୀୟ ପ୍ରୋସିଡିଂ ବନ୍ଦ କରିବା ପାଇଁ ଏବିଇଓ ଦାଶ ଚାଉଳକୁକୁଡ଼ା ଗ୍ରାମର ଶିକ୍ଷକ ବୈବୃତ!-->…
