Odia News Portal

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ

ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ଫଳରେ ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବିଗବସ-୧୫ରେ ନଜର ଆସିବେ ରିୟା ଚକ୍ରବର୍ତ୍ତୀ

ବଲିଉଡ ଅଭିନେତ୍ରୀ ରିୟା ଚକବର୍ତ୍ତୀ ୨୦୨୦ରେ ଚର୍ଚ୍ଚାରେ ରହିଥିଲେ । ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍‌କ ମୃତ୍ୟୁ ପରେ ତାଙ୍କ ନାଁ ବିବାଦ ଘେରକୁ ଆସିଯାଇଥିଲା । ଏବେ ପୁଣି ଥରେ ରିୟାଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି । ଶୁଣିବାକୁ ମିଳୁଛି ଯେ ରିୟା କୁଆଡେ ବିଗ୍ ବସ୍ ୧୫ରେ ଭାଗ ନେବେ

ଡିଆରଡିଓ ମାମଲାରେ ଇଣ୍ଟରପୋଲର ସହାୟତା ନେବ କ୍ରାଇମବ୍ରାଞ୍ଚ

ଚାନ୍ଦିପୁର ଡିଆରଡିଓ ତଥ୍ୟ ଲିକ୍ ଘଟଣାରେ ୫ ଜମହ୍‌କୁ ଗିରଫ କରାଯାଇଥିବା ବେଳେ ଏବେ ବି ଖୋଳତାଢ ଜାରି ରହିଛି । ଏହି ମାମଲାରେ ରହସ୍ୟମୟୀଙ୍କ ଠିକଣା ଠାବ ପାଇଁ ଇଣ୍ଟରପୋଲର ସହାୟତା ନେବ କ୍ରାଇମବ୍ରାଞ୍ଚ । ବ୍ରିଟେନ ନମ୍ବରରେ କଥା ହେଉଥିବାରୁ ଇଣ୍ଟରପୋଲର ସହାୟତା ନିଆଯିବ । ବ୍ୟାଙ୍କ

ଭାରତୀୟ ମିଡିଆକୁ ପ୍ରଶଂସା କରିଥିଲେ ଜୋ ବାଇଡେନ

ନିକଟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ହ୍ୱାଇଟ ହାଉସରେ ଦେଖାସାକ୍ଷାତ କରିଥିଲେ । ଜୋ ବାଇଡେନ ଏହି ସମୟରେ ଭାରତୀୟ ଗଣମାଧ୍ୟମକୁ ବହୁ ପ୍ରଶଂସା କରିଥିଲେ ଏବଂ ଆମେରିକାର ରିପୋର୍ଟସଙ୍କ ଆଲୋଚନା କରି କହିଥିଲେ ଯେ, ଅନେକ ସମୟରେ ବିଦେଶୀ

ଆଜି ଠାରୁ ଆରମ୍ଭ ହେଉଛି ମା’ବିମଳାଙ୍କ ଷୋଳପୂଜା

ଆଜିଠରୁ ଆରମ୍ଭ ହେଉଛି ଷୋଳପୂଜା । ଏହି ଅବସରରେ ଶ୍ରୀମନ୍ଦିରର ଅଧିଷ୍ଠାତ୍ରୀ ଦେବୀ ମା’ ବିମଳାଙ୍କ ପୀଠରେ ଷୋଡଶ ଦିନାତ୍ମକ ପୂଜା ଆରମ୍ଭ ହେବ । ଏଥିପାଇଁ ଗଜପତିଙ୍କ ଶ୍ରୀନଅରରେ ଶ୍ରୋତୀୟ ବ୍ରାହ୍ମଣଙ୍କୁ ବରଣ କରାଯାଉଛି । ରାଜଗୁରୁ ପୁରୋହିତଙ୍କୁ ଗଜପତି ମହାରାଜଙ୍କ ଶ୍ରୀହସ୍ତ ଛୁଆଁ ଗୁଆ

ଶାଢୀକୁ ନେଇ ଚର୍ଚ୍ଚାରେ ସାରା ଅଲୀ ଖାନ

ବଲିଉଡ ଅଭିନେତ୍ରୀ ସାରା ଅଲି ଖାନ୍ ନିଜ ଅଭିନୟ ଓ ନୂଆ ଲୁକ୍ ପାଇଁ ସବୁବେଳେ ଚର୍ଚ୍ଚାରେ  । ଏବେ କିନ୍ତୁ କିଛି ଅଲଗା କାରଣ ପାଇଁ ଚର୍ଚ୍ଚାରେ ସାରା । ନିକଟରେ ତାଙ୍କର ଏକ ଶାଢି ପିନ୍ଧା ଫଟୋକୁ ସୋସିଆଲ ସାଇଟରେ ଅପଲୋଡ କରିଛନ୍ତି ସାରା । ଏଥିରେ ସେ ପିଙ୍କ କଲରର ପ୍ରିଣ୍ଟେଡ୍ ସାଢି

କାହିଁକି ଇସ୍ତଫା ଦେଲେ କାରଣ କହିଲେ ସିଦ୍ଧୁ

ସ୍ତଫା ପରେ ମୁହଁ ଖୋଲିଛନ୍ତି ନବଜୋତ ସିଂ ସିଦ୍ଧୁ । ଆଜି ଟ୍ୱିଟରରେ ଏକ ଭିଡିଓ ପୋଷ୍ଟ କରିଛନ୍ତି । ଟ୍ବିଟ କରିଥିବା ଭିଡିଓରେ ସେ ସତ୍ୟ ପାଇଁ ଲଢ଼େଇ ଜାରି ରଖିବି ବୋଲି କହିଛନ୍ତି । ଭିଡିଓରେ ସେ କହିଛନ୍ତି ଯେ, ମୁଁ ପଞ୍ଜାବର କଲ୍ୟାଣ ପାଇଁ ଲଢ଼ୁଛି । ମୁଁ ଏହା ଉପରେ କଦାପି ଆପୋଷ

ବଳଙ୍ଗା ଥାନାରେ ଥିଲା ଡିନାମାଇଟ୍ ବିଷ୍ପୋରକ

ପିପିଲିର ବଳଙ୍ଗା ଥାନାରେ ବିସ୍ଫୋରଣ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ବିଶ୍ୱସ୍ତ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ, ଥାନାରେ ଥିଲା ଡିନାମାଇଟ । ଜବତ ଡିନାମାଇଟକୁ ବଳଙ୍ଗା ଥାନାର ମାଲଖାନାରେ ରଖାଯାଇଥିଲା । ଆଉ ଏହି ଡିନାମାଇଟ ବିସ୍ଫୋରଣରେ ଥାନା ଉଡିଯାଇଥିବା ଅନୁମାନ

ଆସିଲା ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ

ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା । ଆସିଲା ଲାଏ ୩ ଜଣଙ୍କ ଡିଟେକ୍ସନ ଟେଷ୍ଟ ରିପୋର୍ଟ । ବିଦ୍ୟା ଭାରତୀ, ଡିଏଫଓ ଓ ରୋଷେୟାଙ୍କ ରିପୋର୍ଟ ଆସିଲା । ରିପୋର୍ଟ ଉପରେ ତର୍ଜମା କରୁଛନ୍ତି ତଦନ୍ତକାରୀ ଟିମ । ପୁରୁଣା ବୟନା ସହ ଲାଏ ଡିଟେକ୍ସନ ରିପୋର୍ଟକୁ ଅନୁଧ୍ୟାନ କରୁଛି ଟିମ ।

କୋଲକାତାର ଦମଦାର ପ୍ରଦର୍ଶନ, ଘାଇଲା ହେଲା ଦିଲ୍ଲୀ

କୋଲକାତା ନାଇଟ୍ ରାଇଡର୍ସର ଘାତକ ବୋଲିଂ ଆଗରେ ଘାଇଲା ହୋଇଛି ଦିଲ୍ଲୀ କ୍ୟାପିଟାଲ୍ସ । ନିର୍ଦ୍ଧାରିତ ଓଭରରେ ଦିଲ୍ଲୀ ୯ଟି ୱିକେଟ୍ ହରାଇ ମାତ୍ର ୧୨୭ ରନ୍ କରିବାକୁ ସକ୍ଷମ ହୋଇଛି । ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନରେ ରହିଥିବା ଦିଲ୍ଲୀ ଆଜି ବ୍ୟାଟିଂରେ ଫିକା ପ୍ରଦର୍ଶନ କରିଛି । ଶାରଜାହ