ଆସୁଛି ଆଉ ଏକ ବାତ୍ୟା
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ରିପୋର୍ଟ ଅନୁସାରେ ଉତ୍ତର-ଆଣ୍ଡାମାନ ସାଗରରେ ଆସନ୍ତା ୮-୯ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ୧୦ ତାରିଖ ବେଳକୁ ଏହା ଏକ ଲଘୁଚାପରେ ପରିଣତ ହେବ । ପରବର୍ତ୍ତୀ ୪-୫ ଦିନରେ ଏହା ଆହୁରି ଘନୀଭୂତ ହୋଇ!-->…
