Odia News Portal

ଚାନ୍ଦିପୁରରୁ ଦୂରଗାମୀ ସବ୍ସୋନିକ୍ କ୍ରୁଜ୍ ମିସାଇଲ ‘ଆଇଟିସିଏମ-୦୨’ର ସଫଳ ପରୀକ୍ଷଣ

ବାଲେଶ୍ୱର: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡ଼ରୁ ଆଜି ଦୂରଗାମୀ ସବ୍ସୋନିକ୍ କ୍ରୁଜ୍ ମିସାଇଲ ‘ଆଇଟିସିଏମ-୦୨’ର ପରୀକ୍ଷଣ କରାଯାଇଛି । ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ଷେପଣାସ୍ତ୍ରକୁ ଆଜି ସକାଳ ୯ଟା ୫୩ ମିନିଟ୍ରେ ଉତ୍କ୍ଷେପଣ କରାଯାଇଛି । ପରୀକ୍ଷା

ଦ୍ୱିତୀୟ ଟେଷ୍ଟ ଖେଳିବେ ମୋଇନ ଅଲ୍ଲୀ

ନୂଆଦିଲ୍ଲୀ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଆସନ୍ତା ୧୨ ତାରିଖ ଠାରୁ ୨ୟ ଟେଷ୍ଟ ମ୍ୟାଚ ଖେଳାଯିବ । ଲଡର୍ସର ଐତିହାସିକ ପଡ଼ିଆରେ ଏହି ମୁକାବିଲା ହେବ । ନଟିଂହାମ୍ରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ବର୍ଷା ଯୋଗୁଁ ଡ୍ର ହୋଇଛି । ୫ ମ୍ୟାଚ୍ର ଟେଷ୍ଟ ଏବେ ୦-୦ସ୍ଥିତିରେ ରହିଛି । ଭାରତ ଲଡର୍ସରେ

୫୦ ପ୍ରତିଶତ ସଂରକ୍ଷଣ ହଟାଇବାକୁ ବିଜେଡିର ଦାବି

ନୂଆଦିଲ୍ଲୀ: ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ତାଲିକା ପ୍ରସ୍ତୁତ କରିବାର ଅଧିକାର ରାଜ୍ୟକୁ ପ୍ରଦାନ କରୁଥିବା ସାମ୍ବିଧାନିକ ସଂଶୋଧନ ବିଧେୟକ ମଙ୍ଗଳବାର ଲୋକସଭାରେ ଗୃହୀତ ହୋଇଛି । ଏବେ ଏହାକୁ ରାଜ୍ୟସଭାରେ ଆଗତ କରାଯିବ । ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପରେ ଏହା ଆଇନର ରୂପ ନେବ । ଏହି ବିଧେୟକକୁ

ସିବିଏସଇ ଢ଼ାଞ୍ଚାରେ ଓଡ଼ିଶାରେ ହେବ ନବମ ଓ ଦଶମ ପରୀକ୍ଷା

ଭୁବନେଶ୍ୱର: ସିବିଏସଇ ଢାଞ୍ଚାରେ ଓଡ଼ିଶାରେ ହେବ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ମାଟ୍ରିକ ପରୀକ୍ଷା । କରୋନା ମହାମାରୀକୁ ଦୃଷ୍ଟିରେ ରଖି ୨୦୨୧-୨୨ ଶିକ୍ଷାବର୍ଷରେ ଦୁଇଟି ଟର୍ମରେ ପରୀକ୍ଷା ହେବ । ସେହିପରି ନବମ ଶ୍ରେଣୀ ପରୀକ୍ଷା ପାଇଁ ବି ନୂଆ ସର୍କୁରାଲ ଜାରି ହୋଇଛି ।ମାଧ୍ୟମିକ

ମାର୍ଚ୍ଚରେ ପଞ୍ଚାୟତ, ଜୁଲାଇରେ ପୌର ନିର୍ବାଚନ

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନିର୍ଦିଷ୍ଟ ସମୟ ସୀମା ମଧ୍ୟରେ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକୀୟ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ୨୦୨୨ ମାର୍ଚ୍ଚରେ ପଞ୍ଚାୟତ ନିର୍ବାଚନ ହେବା ପ୍ରାୟତଃ ନିଶ୍ଚିତ ବୋଲି ପଞ୍ଚାୟତିରାଜ ଓ ନଗର ଉନ୍ନୟନ ମନ୍ତ୍ରୀ

ବିରେନ୍ଦ୍ର ଓ ଅମିତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଅଫର

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ଦମଦାର ପ୍ରଦାଁନ କରି ୪୧ ବର୍ଷ ପରେ ପଦକ ଜିତିଛି । ଯାହାକି ସାରା ଦେଶବାସୀଙ୍କୁ ବେଶ ଉତ୍ସାହିତ କରିଛି । ତେବେ ଭାରତୀୟ ହକି ଦଳରେ ଦୁଇଜଣ ଓଡ଼ିଆ ହକି ଖେଳାଳୀ ଅଛନ୍ତି । ତେବେ ପୁରୁଷ ହକି ଦଳର ଦୁଇ ଖେଳାଳୀ ବିରେନ୍ଦ୍ର ଲାକ୍ରା ଓ

ଘାଟି ତଳକୁ ଖସି ପଡ଼ିଲା ଟ୍ରକ, ୨ମୃତ

ମୟୂରଭଞ୍ଜ: ଘାଟିରୁ ଶହେ ଫୁଟ ତଳକୁ ଖସିଲା ଟ୍ରକ୍। ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ପିଆଜ ବୋଝେଇ ଟ୍ରକ । ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ନାସିକରୁ ପିଆଜ ଆଣି ପଶ୍ଚିମବଙ୍ଗ ଯାଉଥିବାବେଳେ ଘାଟିରୁ ଭାରସାମ୍ୟ ହରାଇ

ସୋଆ ପ୍ରଫେସର ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ

ଭୁବନେଶ୍ୱର: ବିଶିଷ୍ଟ ଗବେଷକ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ବାୟୋଫୁଏଲ୍ ଆଣ୍ଡ ବାୟୋପ୍ରୋସେସିଙ୍ଗ୍ ରିସର୍ଚ୍ଚ ସେଂଟରର ନିର୍ଦ୍ଦେଶକ ପ୍ରଫେସର ଲାଲା ବିହାରୀ ଶୁକ୍ଳାଙ୍କୁ ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ କରାଯାଇଛି । ଗତବର୍ଷ ୟୁଏସ୍‌ଏର

ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦୁଇଦିନ ଉତ୍ତର ଓ ଉପକୂଳ ଓଡ଼ିଶାର କେତେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ବୁଧବାର ଉତ୍ତର ଓଡ଼ିଶାର ଅନେକ ଜାଗା ଏବଂ ଦକ୍ଷିଣର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,

ଶ୍ରୀମନ୍ଦିର ପାଇଁ ନୂଆ SOP

ପୁରୀ: ଶ୍ରୀମନ୍ଦିର ଲାଗି ଆସିଲା ନୂଆ ଏସଓପି । କାଲିଠୁ ୨ଦିନ ସେବକଙ୍କ ପରିବାରକୁ ଦର୍ଶନ ଅନୁମତି ଦିଆଯାଇଛି । ୧୬ରୁ ୨୦ ତାରିଖ ଯାଏଁ ପୁରୀ ସହରବାସୀଙ୍କୁ ଦର୍ଶନ ଅନୁମତି । ଆସନ୍ତା ୨୩ରୁ ସର୍ବସାଧାରଣଙ୍କ ପାଇଁ ଦର୍ଶନ ଅନୁମତି । ସକାଳ ୭ଟା ଯାଏଁ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଅନୁମତି ଦିଆଯାଇଛି