Odia News Portal

ଡ୍ରଗ୍ସ ପାର୍ଟି ମାମଲା; ଏପର୍ଯ୍ୟନ୍ତ ଗିରଫ ହେଲେଣି ୧୭

ମୁମ୍ବାଇ: ମୁମ୍ବାଇ ଉପକୂଳରୁ ଏକ କ୍ରୁଜ୍ ଜାହାଜରୁ ନିଷିଦ୍ଧ ନିଶା ଦ୍ରବ୍ୟ ଜବତ ମାମଲାରେ ବଲିଲଉ୍‌ ଷ୍ଟାର୍‌ ଶାହାରୁଖ୍‌ଙ୍କ ପୁଅ ଆର୍ୟନଙ୍କ ସହ ୭ ଜଣଙ୍କୁ ଗିରଫ କରିଥିଲା। ସୂଚନା ଅନୁଯାୟୀ ଡ୍ରଗ୍ସ ଜବତ ମାମଲାରେ ଏନସିବି ବଲିଉଡର ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ୟନ ଖାନଙ୍କ ସମେତ…

ବେକରୀକୁ ଯାଉଥିବା ପଚା ଅଣ୍ଡା ଜବତ

କଟକ: ଆପଣ ସାଧାରଣତଃ ନକଲି ହଳଦୀ, ଲଙ୍କାଗୁଣ୍ଡ, ଘିଅ, ଟମାଟୋ ସସ୍ ବିଷୟରେ ଶୁଣିଥିବେ କିମ୍ବା ଅପମିଶ୍ରିତ ଦ୍ରବ୍ୟ ବିଷୟରେ ପେପରରେ ପଢିଥିବେ ତେବେ ବର୍ତ୍ତମାନ କଟକରେ ବହୁ ସଂଖ୍ୟାରେ ପଚା ଅଣ୍ଡା ଜବତ ହୋଇଛି । ଛୋଟ ଛୁଆଠୁ ଆରମ୍ଭ କରି ରୋଗୀ ଓ ବୟସ୍କମାନେ ଏହି ବେକେରୀ ଜାତୀୟ ଜିନିଷ…

ଆଜିଠାରୁ ମା’ ଭଗବତୀଙ୍କ ପୀଠରେ ୧୪୪ ଧାରା

ଖୋର୍ଦ୍ଧା  : ଖୋର୍ଦ୍ଧା ବାଣପୁର ଅଧିଷ୍ଠାତ୍ରୀ ଦେବୀ ମା' ଭଗବତୀଙ୍କ ପୀଠରେ ବୁଧବାର ୧୪୪ ଧାରା ଲାଗୁ ହେବ। ଏହା ସନ୍ଧ୍ୟାରେ ଲାଗୁ ହେବା ନେଇ ଜଣାପଡ଼ିଛି। ପାର୍ବଣରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଚାଲିଥିବାରୁ…

ରାଜଧାନୀକୁ ପୁଣି ଫେରିଲା କଣ୍ଟେନମେଣ୍ଟ

ଭୁବନେଶ୍ୱର: କିଛିଦିନର ବିରତି ପରେ ରାଜଧାନୀରେ ଦେଖିବାକୁ ମିଳିଛି କଟକଣା । କରୋନା ପ୍ରକୋପ ପୁଣି ରାଜଧାନୀରେ କାୟା ମେଲାଉଛି । ରାଜଧାନୀ ଭୁବନେଶ୍ୱରକୁ ପୁଣି ଫେରିଛି କରୋନା ସଂକ୍ରମଣ ବିପଦ । ସେଥିପାଇଁ ସହରକୁ କିଛିଦିନର ନୀରବତା ପରେ ପୁଣିଥରେ ଫେରିଛି କଣ୍ଟେନମେଣ୍ଟ ଜୋନ୍ । ରାଜଧାନୀରେ…

ଲକ୍ଷ୍ମୀପୁର ଯିବାକୁ ରାହୁଲଙ୍କୁ ମିଳିଲା ଅନୁମତି

ନୂଆଦିଲ୍ଲୀ: ଶେଷରେ ଉତ୍ତରପ୍ରଦେଶ ପ୍ରଶାସନ ମାନିଛି। ଲକ୍ଷ୍ମୀପୁର ଖିରି ହିଂସାଗ୍ରସ୍ତ ଅଞ୍ଚଳ ପରିଦର୍ଶନ ପାଇଁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ରାହୁଲ ଗାନ୍ଧୀଙ୍କୁ ଅନୁମତି ମିଳିଛି। ଏହା ସହିତ ଅନ୍ୟ ୩ ଜଣଙ୍କୁ ମଧ୍ୟ ଅନୁମତି ମିଳିଛି। ପ୍ରତି ରାଜନୈତିକ ଦଳର…

ଆଜି ହାଇଦ୍ରାବାଦକୁ ଭେଟିବ ବାଙ୍ଗାଲୋର

ଦୁବାଇ: ଆଇପିଏଲ ମହାସମରରେ ଆଜି ହାଇଦ୍ରାବାଦ ଏବଂ ବାଙ୍ଗାଲୋର ମଧ୍ୟରେ ମୁକାବିଲା ହେବାକୁ ଯାଉଛି । ପ୍ଲେ ଅଫ୍ ଦୌଡ଼ରୁ ବାଦ ପଡ଼ିସାରିଥିବା ସନ୍ରାଇଜର୍ସ ଅନ୍ତିମ ଦୁଇ ମୁକାବିଲାକୁ ଜିତି ସମ୍ମାନର ସହ ଅଭିଯାନ ଶେଷ କରିବା ଲକ୍ଷ୍ୟରେ ରହିବ। ଅନ୍ୟପକ୍ଷରେ ଆସନ୍ତାକାଲି ମ୍ୟାଚ୍ରେ ବିଜୟୀ…

ଶିଶୁର ଛାତିରୁ ୫୦୦ ଗ୍ରାମର ଟ୍ୟୁମର୍ ବାହାର କଲେ ସମ୍ ସର୍ଜନ

ଭୁବନେଶ୍ୱର: ୬ମାସର ଶିଶୁର ଛାତିରୁ ୫୦୦ ଗ୍ରାମ ଓଜନର ଏକ ବଡ ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ସର୍ଜନମାନେ । ସାଢ଼େ ୮ କେଜି ଓଜନର ଏହି ଶିଶୁ ପୁତ୍ରଟିର ଗତ ୭- ୮ ମାସ ହେବ ଓଜନ କମିବା ସହିତ ସେ ଖୁବ୍ ରୋଗିଣା…

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୮,୮୩୩ ଥିବା ବେଳେ ମୃତ୍ୟୁସଂଖ୍ୟା ୨୭୮ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୮୩୩…

ପୁଣି ବଢ଼ିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ: ରୋଷେଇ ଘରେ ମହାଙ୍ଗା ମାଡ଼ । ପୁଣି ବଢ଼ିଲା ଏଲପିଜି ସିଲିଣ୍ଡର ଦର । ତୈଳ ବିପଣନକାରୀ କମ୍ପାନୀଗୁଡିକ ବୁଧବାର ଦିନ ଦେଶରେ ଘରୋଇ ଏଲପିଜି ସିଲିଣ୍ଡର ପିଛା ମୂଲ୍ୟ ୧୫ ଟଙ୍କା ବୃଦ୍ଧି କରିଛନ୍ତି । ଦୁଇମାସରୁ କମ ସମୟ ମଧ୍ୟରେ ଏହା ଏଲପିଜିର ଚତୁର୍ଥ ମୂଲ୍ୟ ବୃଦ୍ଧି ହୋଇଛି । ଏହି…

ସମବାୟ ସମିତି ସମ୍ପାଦକଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ, ଚାଷୀଙ୍କ ପାସବୁକ ରଖି ଲକ୍ଷାଧିକ ଟଙ୍କା ହଡ଼ପ

ବଲାଙ୍ଗୀର: ଗୋଟିଏ ପଟେ ମରୁଡି ଆଶଙ୍କା, ଅନ୍ୟପଟେ ଋଣ ଚିନ୍ତା । ତେବେ ବଲାଙ୍ଗୀରରେ ପ୍ୟାକ୍ସ ସମ୍ପାଦକ ଓ କର୍ମଚାରୀଙ୍କ କଳା କରନାମା ଚାଷୀଙ୍କୁ ତଳି ତଳାନ୍ତ କରିଦେଇଥିବା ଅନେକ ନଜିର ରହିଛି । ଚାଷୀଙ୍କ ଅଜାଣତରେ ସେମାନଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କାର ଋଣ ହୋଇଛି । ବଲାଙ୍ଗୀର ଜିଲ୍ଲା…