ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଚିକିତ୍ସିତ ହେଲେ କର୍କଟ ରୋଗୀ, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ
ବଲାଙ୍ଗୀର: ମୁଖ୍ୟମନ୍ତ୍ରୀଙ୍କୁ ପ୍ରଂଶସା । ଆମ ପ୍ରିୟ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାସ୍ଥ୍ୟକ୍ଷେତ୍ରରେ ନେଇଥିବା ଯୁଗାନ୍ତକାରୀ ପଦକ୍ଷେପ ଲାଗି ଅନେକ ରୋଗୀଙ୍କୁ ମିଳୁଛି ନୂଆ ଜୀବନ ଆଉ ବଞ୍ଚିବାର ରାହା । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ମାଧ୍ୟମରେ ଅନେକ ରୋଗୀଙ୍କୁ!-->…
