Odia News Portal

Airport delays govt restricts a police employee

ଲକ୍ଷ୍ନ now: ଉତ୍ତର ଲକ୍ଷ୍ମୀପୁର vy ର୍ଷା ଛତିଶଗଡର ମୁଖ୍ୟମନ୍ତ୍ରୀ ଭୁପେଶ ଏର ଆଜ ମୃତ ପରିବାର କୃଷକମାନେ ଲୋକଙ୍କୁ ଭେଟିବା ପାଇଁ ଉତ୍ତର ପ୍ରଦେଶରେ ପହଞ୍ଚିଛନ୍ତି। ସେ ଲକ୍ଷ୍ନ now ବିମାନବନ୍ଦରରେ ପହଞ୍ଚିବା ପରେ ପୋଲିସ ତାଙ୍କୁ ଅଟକାଇଥିଲା। ଏହାର ପ୍ରତିବାଦରେ ବାଗେଲ ବିମାନବନ୍ଦରରେ…

ଅକ୍ଟୋବର ୩୦ ସୁଦ୍ଧା ସରିବ ପଞ୍ଚାୟତ ସମିତି ଓ ଜିଲ୍ଲା ପରିଷଦ ଆସନ ପାଇଁ ସଂରକ୍ଷଣ ପ୍ରକିୟା

ଭୁବନେଶ୍ବର: ଫେବ୍ରୁଆରି ଦ୍ୱିତୀୟ ସପ୍ତାହରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛନ୍ତି ସରକାର। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହୋଇଥିବା ସଂରକ୍ଷଣ ପ୍ରକ୍ରିୟାରୁ ଏଭଳି ସଂକେତ ମିଳୁଛି। ଆଗାମୀ ୮ ତାରିଖରେ ୱାର୍ଡମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଦସ୍ୟ ଓ ଅଧ୍ୟକ୍ଷ…

ପଦାର୍ଥ ବିଜ୍ଞାନ ପାଇଁ ନୋବେଲ

ନୂଆଦିଲ୍ଲୀ: ପଦାର୍ଥ ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ୩ ପଦାର୍ଥ ବିଜ୍ଞାନୀଙ୍କୁ ମିଳିତ ଭାବରେ ନୋବେଲ ପୁରସ୍କାର ଘୋଷଣା କରାଯିବ । ବୈଜ୍ଞାନିକ ସୁକୁରୋ ମାନାବେ, କ୍ଲାଉସ ହାସଲମାନ ଓ ବୈଜ୍ଞାନିକ ଜର୍ଜିଓ ପାରିସି ପାଇବେ ନୋବେଲ ପୁରସ୍କାର । ଜଟିଳ ଶାରୀରିକ ପ୍ରଣାଳୀ…

ଯୁବ ସାମ୍ବାଦିକ ମନୋଜ ଜେନଙ୍କୁ ନିଷାନ ପ୍ରତିଭା ସମ୍ମାନ-୨୦୨୧

ବଲାଙ୍ଗିର ଜିଲା ତୁଷୁରା ସହର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିଷରରେ ନିଷାନ ସାହିତ୍ୟ ସଂସଦ ଓ ଆଞ୍ଚଳିକ କବି କଳାକାର ପକ୍ଷରୁ ରବିବାର ନୂଆଁଖାଇ ଭେଟଘାଟ-୨୦୨୧ ଅନୁଷ୍ଟିତ ହୋଇଥିବା ବେଳେ ଯୁବ ସାମ୍ବାଦିକ ମନୋଜ କୁମାର ଜୈନଙ୍କୁ ନିଷାନ ପ୍ରତିଭା-୨୦୨୧ରେ ପ୍ରଦ୍ମଶ୍ରୀ ହଳଧର ନାଗ…

ଶପଥ ନେଲେ ନୂଆ ମୁଖ୍ୟ ସୂଚନା କମିଶନର ଜଳଦ କୁମାର ତ୍ରିପାଠୀ

ଭୁବନେଶ୍ବର: ଶପଥ ନେଲେ ନୂଆ ମୁଖ୍ୟ ସୂଚନା କମିଶନର ଜଳଦ କୁମାର ତ୍ରିପାଠୀ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ଶପଥପାଠ କରାଯାଇଛନ୍ତି । ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମନୋନୟନ କମିଟି ବୈଠକରେ ଜଳଦଙ୍କ ନାଁରେ ମୋହର ଲାଗିଥିଲା । ଗତ ଅଗଷ୍ଟରେ ମୁଖ୍ୟ ସୂଚନା…

ବିଏମସିର ନୂଆ ଗାଇଡଲାଇନକୁ ଜୋରଦାର ବିରୋଧ

ଭୁବନେଶ୍ୱର: ରାଜ୍ୟରେ କମିବାର ନାଁ ଧରୁନି କରୋନା ସଂକ୍ରମଣ । ତୃତୀୟ ଲହରକୁ ଦୃଷ୍ଟିରେ ରଖି ବିଏସି ପକ୍ଷରୁ ନୂଆ ଗାଇଡଲାଇନ ଜାରି କରାଯାଇଛି । ଶୀତଦିନ ପାଇଁ ବିଏମସି ଆଣିଥିବା ନୂଆ ଗାଇଡ଼ ଲାଇନକୁ ଜୋରଦାର ବିରୋଧ । କରୋନା ସଂକ୍ରମଣକୁ ରୋକିବା ପାଇଁ ବିବାହ ବ୍ରତ ଓ ଶୁଦ୍ଧିକ୍ରିୟାରେ ୫୦ଜଣରୁ…

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହେଲେ ଅଭୟକାନ୍ତ ପାଠକ

ଭୁବନେଶ୍ବର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ଅଭୟକାନ୍ତ ପାଠକ ହାଜର ହୋଇଥିବାର ଖବର ମିଳିଛି। ଦୁଇଟି ମାମଲାରେ ପଚରାଉଚରା ପାଇଁ ସେ ହାଜର ହୋଇଥିବା ସୂଚନା ରହିଛି। ପୂର୍ବରୁ ପୂର୍ବତନ ଆଇଏଫଏସ ଅଭୟକାନ୍ତ ପାଠକଙ୍କୁ ସମନ ଜାରି କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ବିଭିନ୍ନ ଅଭିଯୋଗରେ…

ଲକ୍ଷ୍ମୀପୁର ଖେରୀ ହିଂସାକାଣ୍ଡ: ଆସିଲା ପ୍ରାଣ ହରାଇଥିବା ଚାଷୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଖେରୀରେ ଘଟିଥିବା ହିଂସାକାଣ୍ଡରେ ପ୍ରାଣ ହରାଇଥିବା ୯ ଜଣଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ସାମ୍ନାକୁ ଆସିଛି। ୮ ଜଣଙ୍କ ମଧ୍ୟରେ ୪ ଜଣ ଚାଷୀ ଥିବା ବେଳେ ଆଉ ୪ ଜଣ ବିଜେପି କର୍ମୀ। ସେହିପରି ସ୍ଥାନୀୟ ସାମ୍ବାଦିକ ରମଣ କଶ୍ୟପ ମଧ୍ୟ ହିଂସାକାଣ୍ଡରେ ଜୀବନ…

ପ୍ରିୟଙ୍କା ଗାନ୍ଧି ଗିରଫ

ସୀତାପୁର : କଂଗ୍ରେସ ସାଧାରଣ ସଂପାଦିକା ପ୍ରିୟଙ୍କା ଗାନ୍ଧି ଗିରଫ । ସୀତାପୁରରେ ଉତ୍ତର ପ୍ରଦେଶ ପୋଲିସ ତାଙ୍କୁ ଗିରଫ କରିଥିବା ସୂଚନା ମିଳିଛି । କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ବିରୋଧରେ ଏକ ମାମଲା ରୁଜୁ କରାଯାଇ ତାଙ୍କୁ ଗିରଫ କରାଯାଇଛି । ଗିରଫ କରିବା ପରେ…

ମିଳିଲା ନିଖୋଜ ଝିଅର ମୃତଦେହ

ସମ୍ବଲପୁର: ମହାନଦୀ ସୁଅରେ ପରିବାର ଭାସିଯିବା ଘଟଣା । ନିଖୋଜ ଝିଅ ରୁକସାନାର ମିଳିଛି ମୃତଦେହ । ଅଗ୍ନିଶମ ବାହୀନି ପକ୍ଷରୁ ପାୱାର ବୋଟ ଓ ଦେଶୀ ଡଙ୍ଗା ସାହାଯ୍ୟରେ ଖୋଜାଖୋଜି କରି ମୃତଦେହ ଉଦ୍ଧାର କରିଛନ୍ତି । ଗତକାଲି ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର ବାପା-ପୁଅଙ୍କୁ କରାଯାଇଥିଲା ବେଳେ ମୃତ…