ରାଜ୍ୟରେ ୨୪ ଘଣ୍ଟାରେ ୯୧୧ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା!-->…
