ଆଜି ମୁଖ୍ୟମନ୍ତ୍ରୀଙ୍କ ଗଜପତି ଗସ୍ତ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲା ଗସ୍ତରେ ଯାଉଛନ୍ତି । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ପାରଳାଖେମୁଣ୍ଡିରେ ପହଂଚି ବିଭିନ୍ନ ୭୯୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଏହାଛଡା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ!-->…
