ବିପୁଳ ଭୋଟରେ ଜିତିଲେ ମମତା
କୋଲକାତା: ପଶ୍ଚିମବଙ୍ଗର ଭବାନୀପୁର ଆସନରେ ବିପୁଳ ଭୋଟରେ ଜିତିଛନ୍ତି ମମତା ବାନାର୍ଜୀ । ୫୮ ଜହାରରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି ଦିଦି । ବିଜେପି ପ୍ରାର୍ଥୀ ପ୍ରିୟଙ୍କାଙ୍କୁ ସେ ଶୋଚନୀୟ ଭାବେ ପରାଜିତ କରିଛନ୍ତି । ୨୧ ରାଉଣ୍ଡର ଗଣତି ପରେ ମମତା ବିଜୟୀ ହୋଇଛନ୍ତି । ଆନୁଷ୍ଠନିକ ଭାବେ!-->…
