ରାଜ୍ୟରେ ୧୧୦ ପିଲା କରୋନା ଆକ୍ରାନ୍ତ ଚିହ୍ନଟ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ!-->…
