Odia News Portal

ବଲାଙ୍ଗୀର ସହରରେ ଭାରତ ବନ୍ଦର ପ୍ରଭାବ

ବଲାଙ୍ଗୀର: ଭାରତୀୟ କୃଷକ ମୋର୍ଚ୍ଚା ପକ୍ଷରୁ ଆଜି ଭାରତ ବନ୍ଦ ଡାକରା ଦିଆଯାଇଥିବା ବେଳେ ଏହାର ପ୍ରଭାବ ବଲାଙ୍ଗିର ସହରରେ ମଧ୍ୟ ଦେଖିବାକୁ ମିଳିଛି । ସହର ମଧ୍ୟରେ ଦେକାନ ବଜାର ସବୁ ବନ୍ଦ ରହିଛି । କୃଷକ ସଂଗଠନ, କଂଗ୍ରେସ ଦଳ ତଥା ବନ୍ଦ ପାଳନକୁ ସମର୍ଥନ କରୁଥିବା ସଂଗଠନର ସଦସ୍ୟମାନେ ଆଜି…

ଆଜି ଭାରତ ବନ୍ଦ

ଭୁବନେଶ୍ୱର: ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି ସଂଯୁକ୍ତ କୃଷକ ମୋର୍ଚ୍ଚା । ଦିଲ୍ଲୀରୁ ପଲ୍ଲୀ ସବୁଠି ଦେଖିବାକୁ ମିଳିଛି ଭାରତ ବନ୍ଦର ପ୍ରଭାବ । ଓଡ଼ିଶାରେ ମଧ୍ୟ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ଆଜି ସରକାରୀ ଓ ବେସରକାରୀ ବସ୍ ଚଳାଚଳ ବନ୍ଦ ରହିଛି। ତେବେ…

ଶେଷ ବଲରେ ଜିତିଲା ଚେନ୍ନାଇ

ଦୁବାଇ: ସୁପର ସଣ୍ଡେରେ ସୁପର ମ୍ୟାଚ୍ । କୋଲକାତାକୁ ହରାଇ ପଏଣ୍ଟ ଟେବୁଲରେ ଟପ ଉଠିଲା ଚେନ୍ନାଇ । ଚେନ୍ନାଇ ଚଳିତ ସଂସ୍କରଣର ଆଇଏପିଏଲ୍ରେ ଏପର୍ୟ୍ୟନ୍ତ ୧୦ଟି ମ୍ୟାଚ୍ ଖେଳିଛି। ଏଥିରୁ ୮ଟି ମ୍ୟାଚ ଜିତିଛି। କୋଲକାତା ମଧ୍ୟ ୧୦ଟି ମ୍ୟାଚ୍ ଖେଳିଛି କିନ୍ତୁ ୪ଟି ମ୍ୟାଚରେ ବିଜୟ ହାସଲ କରିଛି।…

ତହଁକ କୁଟୁମ ପକ୍ଷରୁ ନୁଆଁଖାଇ ପାଳିତ

ବଲାଙ୍ଗିର: ଲୋଇସିଂହା ବ୍ଳକ ଅନ୍ତର୍ଗତ ତାଲଜୁରି ଗ୍ରାମରେ ତହଁକ୍ କୁଟୁମ୍ ତରଫରୁ ନୁଆଁଖାଇ ମହୋତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି। ସମସ୍ତ ଗ୍ରାମବାସୀ ନିଜ ନିଜ ଘର ଆଗରେ କଲସ ବସାଇ କବି କଲାକାର ମାନଙ୍କୁ ସ୍ଵାଗତ କରିଥିଲେ। ଏହି ନିଆରା ପରମ୍ପରା ଗାଁ ରେ ତିଆରି କରିଥିଲା ଭାଇଚାରା…

ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ଵର : ବାତ୍ୟା ଗୁଲାବର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ମଧ୍ୟରାତ୍ର ପର୍ୟ୍ୟନ୍ତ ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରୀ ରହିବ । ଏହାର ବିଶେଷ ପ୍ରଭାବ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପଡିବ ବୋଲି ଆଇଏମ୍ଡି ପକ୍ଷରୁ ସୂଚନା ଦେଇଛନ୍ତି। ସନ୍ଧ୍ୟା ୬ଟାରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ…

ଗୋପାଳପୁରରେ ଅଶାନ୍ତ ହେଉଛି ସମୁଦ୍ର

ବ୍ରହ୍ମପୁର: ବାତ୍ୟା ପୂର୍ବରୁ ଅଶାନ୍ତ ହେଲାଣି ସମୁଦ୍ର । ଗୋପାଳପୁରଠାରୁ ଆଉ ମାତ୍ର ୫୯ କିମି ଦୂରରେ ରହିଛି ସାମୁଦ୍ରିକ ଝଡ଼ । ସାମୁଦ୍ରିକ ଝଡ଼ 'ଗୁଲାବ୍'ର ପ୍ରଭାବରେ ରାଜ୍ୟର ଏକାଧିକ ସ୍ଥାନ ସମେତ ଗଂଜାମ ଜିଲ୍ଲା ଗୋପାଳପୁରରେ ମଧ୍ୟ ଆଜି ସକାଳ ଠାରୁ ଝିପିଝିପି ବର୍ଷା ଲାଗି ରହିଛି ।…

ଆସନ୍ତାକାଲି ଭାରତ ବନ୍ଦ

ନୂଆଦିଲ୍ଲୀ : ଗତ ବର୍ଷ କେନ୍ଦ୍ର ସରକାର ଆଣିଥିବା କୃଷି ଆଇନ ବିରୋଧରେ କୃଷକମାନେ ୧୦ ମାସ ଧରି ଆନ୍ଦୋଳନ କରୁଛନ୍ତି। ସେମାନଙ୍କର ଆନ୍ଦୋଳନକୁ ଆହୁରି ମଜବୁତ କରିବା ପାଇଁ କୃଷକସଂଘ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦେଇଛନ୍ତି । ଆସନ୍ତାକାଲି କୃଷକଙ୍କ ଦ୍ୱାରା ଏହି ଭାରତ ବନ୍ଦ ସକାଳ ୬ ଟାରୁ…

ବାତ୍ୟା ପୂର୍ବରୁ ଲୋକଙ୍କୁ ସଚେତନ କରୁଛି ପ୍ରଶାସନ

ରାୟଗଡ଼ା: ଆସୁଛି ବାତ୍ୟା ଗୁଲାବ’ । ଆଜି ରାତିରେ କରିବ ଲ୍ୟାଣ୍ଡଫଲ । ତେବେ ଏହାପୂର୍ବରୁ ଲୋକଙ୍କୁ କରାଯାଉଛି ସଚେତନ । ଆଉ ଯେଉଁ ସ୍ଥାନରେ ବିପଦ ରହିଛି ସେଠାରୁ ଲୋକଙ୍କୁ ନିରାପଦ ସ୍ଥାନକୁ ନିଆଯାଉଛି । ରାୟଗଡା ଜିଲାକୁ ରେଡ଼ ଜୋନରେ ଘୋଷଣା କରିଥିବା ବେଳେ କଲ୍ୟାଣସିଂହପୁର ବ୍ଲକକୁ ଜିଲାପାଳ…

ଚେନ୍ନାଇ ଆଗରେ ୧୭୨ ରନର ବିଜୟ ଲକ୍ଷ୍ୟ

ଦୁବାଇ: ଆଜି ଆଇପିଏଲ ମହାସମରରେ ଭେଟା ଭେଟି ହୋଇଛନ୍ତି ଚେନ୍ନାଇ ଏବଂ କୋଲକାତା । କୋଲକାତା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭର ମଧ୍ୟରେ ୬ ୱିକେଟ ବିନିମୟରେ ୧୭୧ ରନ ସଂଗ୍ରହ କରିଛି । ଚେନ୍ନାଇକୁ ଏହି ମ୍ୟାଚ ଜିତିବା ଲାଗି ୧୭୨ ରନ ଆବଶ୍ୟକ ରହିଛି । କୋଲାକାତା ପ୍ରଥମ ଓଭରରୁ…

ଗୋପାଳପୁରଠାରୁ ଆଉ ମାତ୍ର ଏତିକି କିଲୋମିଟର ଦୂରରେ ବାତ୍ୟା, ଜାଣନ୍ତୁ ଘଣ୍ଟା ପ୍ରତି କେତେ କିଲୋମିଟର ବେଗରେ ବହିବ ପବନ

ଭୁବନେଶ୍ୱର: ସବୁଠି ବାତ୍ୟା ଭୟ । ମାଡ଼ି ଆସୁଛି ବାତ୍ୟା ଗୁଲାବ । ଉତ୍ତରପଶ୍ଚିମ ଓ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ 'ଗୁଲାବ' ସ୍ଥଳଭାଗ ଆଡକୁ ମାଡିଆସୁଛି । ପ୍ରାୟ ୫ ଘଂଟା ହେଲା ୧୭ କିଲୋମିଟର ବେଗରେ ଉତ୍ତରପଶ୍ଚିମ ଦିଗରେ ଗତି କରୁଥିବା ବାତ୍ୟା ଗୁଲାବ…