Odia News Portal

ମହିଳା ଯନ୍ତ୍ରୀଙ୍କ ଗଳିତ ମୃତଦେହ ଉଦ୍ଧାର

ଗଞ୍ଜାମ: ବନ୍ଦ ଘର ଭିତରୁ ଉଦ୍ଧାର ହୋଇଛି ମହିଳା ଯନ୍ତ୍ରୀଙ୍କ ଗଳିତ ମୃତଦେହ । ଭଞ୍ଜନଗର ଲଣ୍ଡେଇ ସାହିରେ ଘର ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି ପୋଲିସ । ଘର ଭିତରୁ ଗନ୍ଧ ଆସିବାରୁ ପୋଲିସକୁ କବର ଦେଇଥିଲେ ପଡୋଶୀ । ମୃଢତ ମହିଳା ଜଣକ ହେଲେ ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ

କାଶ୍ମୀରରେ ଆରମ୍ଭ ହେଲା ମୋଦିଙ୍କ ସର୍ବଦଳୀୟ ବୈଠକ

ଜମ୍ମୁ-କାଶ୍ମୀର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାଶ୍ମୀରରେ ସର୍ବଦଳୀୟ ବୈଠକ ଡକାଇଛନ୍ତି । ସେଭେନ ଲୋକକଲ୍ୟାଣ ମାର୍ଗ ଆବାସିକ କାର୍ଯ୍ୟାଳୟରେ ବୈଠକ ଆରମ୍ଭ ହୋଇଯାଇଛି । ଏହି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହା, ପିଏମଓ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ଏହି ବୈଠକରେ ସାମିଲ ହୋଇଛନ୍ତି ।

ନଜର ପକାନ୍ତୁ ଆଜି କେଉଁଠି କେତେ ଟଙ୍କା ରହିଛି ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ ଦର । ଯାହାକି ସାଧାରଣ ଓ ନିମ୍ନ ମଧ୍ୟବିତଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଆଜି ଡିଜେଲ ଦରରେ ୭ ପଇସା ପର‌୍ୟ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୨୬ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।

ଛୋଟ ଛୁଆଙ୍କ ଉପରେ ଟିକା ଟ୍ରାଏଲ

ନୂଆଦିଲ୍ଲୀ: ଦେଶରେ ଏବେ ପିଲାଙ୍କ ଉପରେ କରୋନା ଟିକାକରଣ ପରୀକ୍ଷଣ ଆରମ୍ଭ ହୋଇସାରିଛି । ଏପର୍ଯ୍ୟନ୍ତ ୨ରୁ ୬ ବର୍ଷ ଏପର୍ଯ୍ୟନ୍ତ ବୟସର ୫ ଜଣ ପିଲାଙ୍କୁ ଟିକାକରଣ ସରିଛି । ପ୍ରଥମଥର ଦୁଇ ବର୍ଷ ୮ ମାସର ଶିଶଉକୁ ଟିକା ଦିଆଯାଇଛି । କାନପୁର ଦେହାତରେ ଜମେ ଡାକ୍ତର ନିଜ ଶିଶୁ ଉପରେ

ଥମୁନି ପୋଷ୍ଟର ବିବାଦ, ଆଠଗଡ଼ରେ ବିଜେପି-ବିଜେଡ଼ି କର୍ମୀ ମୁହାଁମୁହିଁ

କଟକ: ଟିକାକେନ୍ଦ୍ରରେ ପୋଷ୍ଟର ମରାକୁ ନେଇ ରାଜ୍ୟ ରାଜନୀତି ଏବେ ହଟ୍ଟଚମଟ ସୃଷ୍‌ଟି ହୋଇଛି । ତେବେ ଆଜି ପୁଣି ପୋଷ୍ଟରକୁ ନେଇ ମୁହାଁମୁହିଁ ହୋଇଛନ୍ତି ବିଜେପି ଓ ବିଜେଡି । ଆଠଗଡ଼ ସ୍ୱାସ୍ଥ୍ୟକେନ୍ଦ୍ରରେ ଟିକାକେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ମରାଯାଇଥିବା ବେଳେ ବିଜେପି କର୍ମୀ ଏହାକୁ

ନିର୍ଭୟ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡରୁ ଆଜି ୧୦ଟା ୪୩ ମିନିଟରେ ଦୂରଗାମୀ ସବସୋନିକ କ୍ରୁଜ ମିସାଇଲ ନିର୍ଭୟର ସଫଳ ପରୀକ୍ଷଣ ହୋଇଛି । ନିର୍ଭୟର ଲକ୍ଷ୍ୟଭେଦ କ୍ଷମତା ୧୫୦୦ କିଲୋମିଟର । ଏହା ୩୦୦ କିଲୋଗ୍ରାମ ପର୍ଯ୍ୟନ୍ତ ପରମାଣୁ ୱାରହେଡ଼ ନେଇପାରିବ ଓ

ଖୁବଶୀଘ୍ର ମେଡିକାଲରୁ ଡିସଚାର୍ଜ ହେବେ ତାରା

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକତ୍ସିତ ହେଉଛନ୍ତି ଜୟପୁର ବିଧାୟକ ତଥା କଂଗ୍ରେସର ଟାଣୁଆଁ ନେତା ତାରା ବାହିନୀପତି । ସଦ୍ୟ ସୂଚନା ମୁତାବକ ଧିରେ ଧିରେ ସୁସ୍ଥ ହେବାକୁ ଲାଗିଛନ୍ତି ତାରା । କରୋନାର ଲକ୍ଷଣ ଦେଖାଦେବା ପରେ ମେଡିକାଲରେ

ସ୍ନାନଯାତ୍ରାରେ ଦେଖନ୍ତୁ ମହାପ୍ରଭୁଙ୍କ ସୁନ୍ଦର ସୁନ୍ଦର ଫଟୋ

ପୁରୀ: ଲୁଚି ଦେଖୁଥିଲୁ ଗୋପୀ ଗାଧୁଆ, ତୋ ଗାଧୁଆ ଆଜି ଦେଖେ ଦୁନିଆଁ । ଆଜି ମହାପ୍ରଭୁଙ୍କ ସ୍ନାନଯାତ୍ରା । ରଥଯାତ୍ରାର ଏହା ହେଉଛି ଆଦିପର୍ବ । ତେବେ ଆଜି ଦିନର କିଛି ସୁନ୍ଦର ସୁନ୍ଦର ଫଟୋ ଦେଖନ୍ତୁ ।

ଦୁଗ୍ଧ ଚାଷୀଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ଭୁବନେଶ୍ୱର: ଲକଡାଉନ ଓ ସଟଡାଉନ ଲାଗି ସମସ୍ତଙ୍କ ବେପାର ମାନ୍ଦା ହୋଇଛି । ତେବେ ଏଭଳି ସ୍ଥଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ସମସ୍ତ ବର୍ଗର ଲୋକଙ୍କ ଲାଗି ସହାୟତା ରାଶି ଘୋଷଣା କରୁଛନ୍ତି । ଏହାରି ଭିତରେ ଅନେକ ବର୍ଗର ଲୋକ ତଥା ଚାଷୀ, ଉଠା ଦୋକାନୀ ଓ ନିର୍ମାଣ ଶ୍ରମିକଙ୍କ ଲାଗି ସହାୟତା ରାଶି

୨ କୋଟି ଟଙ୍କାର ବ୍ରାଉନ ସୁଗାର ଜବତ

ଭୁବନେଶ୍ୱର: ଲକଡାଉନରେ ମାତିଛନ୍ତି ନିଶା ବେପାରୀ । ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳରୁ ୨କେଜି ୧୨ ଗ୍ରାମର ବ୍ରାଉନସୁଗାର ଜବତ । ଜବତ ହୋଇଥିବା ବ୍ରାଉନସୁଗାରର ମୂଲ୍ୟ ୨ କୋଟି ହେବ ବୋଲି ଅନୁମାନ କରାଯାଉଛି । ବ୍ରାଉନସୁଗାର ସହ ଜଣକୁ ଗିରଫ କରିଛି ଏସଟିଏଫ । ଏନେଇ ସୂଚନା ଦେଲେ ପୋଲିସ ଡିଜି