Odia News Portal

ଭଦ୍ରକ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଅରିନ୍ଦମ ଦାସଙ୍କୁ ଅଶ୍ରୃଳ ଶ୍ରଦ୍ଧାଞ୍ଜଳି

ଭଦ୍ରକ: ସାହାସୀ, ନିର୍ଭୀକ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ସ୍ତବ୍ଧ ହୋଇଯାଇଛି ଓଡ଼ିଶା ସମ୍ବାଦ ଜଗତ । ସାହସିକତା ସହିତ ନିଜ କର୍ତ୍ତବ୍ୟ ସମୟରେ ଆଖି ବୁଜିଥିଲେ ଅରିନ୍ଦମ । ତାଙ୍କ ମୃତ୍ୟୁ ଖବର ଯିଏ ଶୁଣୁଛି ତା ଆଖିରୁ ଦି ଟୋପା ଲୁହ ଝରି ଆସୁଛି । ତାଙ୍କର ଏଭଳି ଅକାଳ ସାରା…

ବାତ୍ୟା ପରିସ୍ଥିତି ନେଇ ଏମିତି କହିଲେ ଏସଆରସି

ଭୁବନେଶ୍ୱର: ଆସୁଛି ବାତ୍ୟା । ସବୁଠି ଚର୍ଚ୍ଚା । ସମ୍ଭାବ୍ୟ ବାତ୍ୟା ନେଇ ଏସଆରସି ପ୍ରଦୀପ ଜେନା ପ୍ରେସ ମିଟ୍ କରି ସୂଚନା ଦେଇଛନ୍ତି ଯେ, ଆଗାମୀ ୬ ଘଣ୍ଟାରେ ବାତ୍ୟାରେ ପରିଣତ ହେବ ଗଭୀର ଅବପାତ । କାଲି ସଂଧ୍ୟାରେ ଗୋପାଳପୁର-ବିଶାଖାପାଟଣା ମଧ୍ୟରେ ଥିବା କଳିଙ୍ଗପାଟନମରେ ସ୍ଥଳଭାଗ…

ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ମୁଣ୍ଡଳୀରେ ହାତୀ ଉଦ୍ଧାର ଅପରେସନ ବେଳେ ଓଡ୍ରାଫ ବୋଟ୍ ବୁଡିଯିବାରୁ ପ୍ରାଣ ହରାଇଥିବା ଟିଭି ନ୍ୟୁଜ ଚ୍ୟାନେଲ ସାମ୍ବାଦିକ ଅରିନ୍ଦମ ଦାଶଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । କାର୍ୟ୍ୟରତ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୪ ଲକ୍ଷ ଟଙ୍କା…

ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ର ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ସଜାଗ

ବ୍ରହ୍ମପୁର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ସାମୁଦ୍ରୀକ ବାତ୍ୟାର ରୂପ ନେଇଛି । ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏହା ସ୍ଥଳଭାଗକୁ ଛୁଇଁବ ବୋଲି ପାଣିପାଗ ବିଭାଗ ତରଫରୁ ଅନୁମାନ କରାଯାଉଛି । ତେବେ…

ଉଦୀୟମାନ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ଶୋକ ପାଳିଲେ ତୁମୁଡିବନ୍ଧ ସାମ୍ବାଦିକ ସଂଘ

ତୁମୁଡିବନ୍ଧ: ଓଟିଭିର ସାହାସୀ, ନିର୍ଭୀକ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ହୋଇଛି । ତାଙ୍କ ମୃତ୍ୟୁ ଖବର ଯିଏ ଶୁଣିଛି ତା ଆଖିରୁ ଦି ଟୋପା ଲୁହ ଝରିଛି । ସାରା ଓଡ଼ିଶାବାସୀ ଅରିନ୍ଦମଙ୍କ ଲାଗି ଶୋକପ୍ରକାଶ କରିଛନ୍ତି । ଏହି ଅବସରରେ ତୁମୁଡିବନ୍ଧ ସାମ୍ବାଦିକ ସଂଘ ପକ୍ଷରୁ ଶୋକସଭାର…

ଜାଣନ୍ତୁ ଦେଶରେ କଣ ରହିଛି କରୋନା ଅପଡେଟ୍

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୦ ହଜାରରୁ କିଛି କମ୍ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ଶହରୁ କମ୍ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ…

ବିଜେଡି ନେତାଙ୍କୁ ଗୁଳି କରି ହତ୍ୟା

ଢ଼େଙ୍କାନାଳ: ବିଚ୍ ରାସ୍ତାରେ ଗୁଳି କରି ହତ୍ୟା । ବିଜେଡି ନେତାଙ୍କୁ ମାରିଦେଲେ । ଢ଼େଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ବରୁଅାଁ ପଞ୍ଚାୟତର ସମିତିସଭ୍ୟ ଦୀପକ ମହନ୍ତଙ୍କୁ ଗୁଳି କରି ହତ୍ୟା । ତେବେ କିଏ ଏବଂ କାହିଁକି ତାଙ୍କୁ ଗୁଳି କରିଛି ତାହା ସ୍ପଷ୍ଟ ହୋଇନଥିବା ବେଳେ ପୋଲିସ ତନାଘନା…

ରାଜ୍ୟରୁ ପୁଣି କରୋନାରେ ଗଲା ଆଉ ୭ ଜୀବନ

ଭୁବନେଶ୍ୱର : ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଉଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୭ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା…

ଆଜି ୟୁଏନଜିଏର ୭୬ ତମ ଅଧିବେଶନକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟା ୬.୩୦ ରେ ମିଳିତ ଜାତିସଂଘ ସାଧାରଣ ସଭା (ୟୁଏନଜିଏ) କୁ ସମ୍ବୋଧିତ କରିବେ। ଆତଙ୍କବାଦ, କରୋନା ଏବଂ ଜଳବାୟୁ ପରିବର୍ତ୍ତନ ଉପରେ ପ୍ରଧାନମନ୍ତ୍ରୀ ମୋଦୀ ବିଶ୍ୱକୁ ଏକ ବାର୍ତ୍ତା ଦେବେ। ଆଜି ମିଳିତ ଜାତିସଂଘ ସାଧାରଣ ସଭାରେ…

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ କାର୍ତ୍ତିକ

ଦୁବାଇ: ଭାରତୀୟ କ୍ରିକଟେ ଦଳର ପୂର୍ବତନ ଅଧିନାୟକ ତଥା କ୍ୟାପଟେନକୁଲଙ୍କ ରେକର୍ଡ ଭାଙ୍ଗିଛନ୍ତି ଦୀନେଶ କାର୍ତ୍ତିକ । ଆଇପିଏଲରେ ଧୋନୀଙ୍କ ରେକର୍ଡ ଭାଙ୍ଗି ଇତିହାସ ସୃଷ୍ଟି କରିଛନ୍ତି ଡିକେ । ଆଇପିଏଲ ଇତିହାସରେ ୱିକେଟ କିପରଭାବେ ସେ ସର୍ବାଧିକ କ୍ୟାଚ ଧରି ରେକର୍ଡ କରିଛନ୍ତି । ଧୋନୀ…