ଓଟିଭି ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ
କଟକ: କଟକ ନରାଜ ସ୍ଥିତ ମୁଣ୍ଡଳି ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ୍ ଟିମ୍ ଡଙ୍ଗା ଓଲଟିବା ଘଟଣାରେ ଓଟିଭି ଚିଫ୍ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ଘଟିଛି। ଏନେଇ ଏସିସିବି ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି। ଏସସିବିରେ!-->…
