ନ୍ୟାସନାଲ ଏକାଡେମୀ ଅଫ ମେଡିକାଲ ସାଇନ୍ସେସର ସଦସ୍ୟ ଭାବେ ସମ ପ୍ରଫେସର ମନୋନୀତ
ଭୁବନେଶ୍ୱର: ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲର ଗାଷ୍ଟ୍ରୋଏନଟେରୋଲୋଜି ବିଭାଗର ମୁଖ୍ୟ ପ୍ରଫେସର (ଡ଼ଃ ) ମନୋଜ କୁମାର ସାହୁ ନ୍ୟାସନାଲ ଏକାଡେମୀ ଅଫ ମେଡିକାଲ ସାଇନ୍ସେସ (ଭାରତ)ର ସଭ୍ୟ ଭାବେ ମନୋନୀତ ହେବାର ଗୌରବ ଅର୍ଜନ କରିଛନ୍ତି ।
ଅତ୍ୟାଧୁନିକ!-->!-->!-->…
