କମୁଛି ସଂକ୍ରମଣ, ଆଜି ରାଜ୍ୟରେ ୧୭୦୩ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭୦୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୯୮୮ ଏବଂ ସ୍ଥାନୀୟ ସଂକ୍ରମିତ ୭୧୫ ଜଣ ରହିଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୫୯, ବାଲେଶ୍ୱର ୮୮, ବରଗଡ ୬, ଭଦ୍ରକ ୭୦, ବଲାଙ୍ଗିର ୩, ବଉଦ ୪!-->…
