କାନ୍ଥ ପଡ଼ି ୨ ମୃତ
କେନ୍ଦ୍ରାପଡ଼ା: ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ତେବେ କେନ୍ଦ୍ରାପଡ଼ାରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଷୁଡ଼ି ୨ ଜଣଙ୍କ ମୃତୁ୍ୟ ହୋଇଛି । ମୃତକ ଦ୍ୱୟ ବୃଦ୍ଧବୃଦ୍ଧା ବୋଲି ଜଣାପଡ଼ିଛି । ପାଟକୁରା ଥାନା ଅନ୍ତର୍ଗତ ବଡ଼ବେତର ଗାଁର ବୃଦ୍ଧ ଅଭୟ!-->…
