Odia News Portal

ଦୀର୍ଘ ୩ ମାସ ପରେ ଖୋଲିଲା ଭିତରକନିକା

କେନ୍ଦ୍ରାପଡ଼ା: କରୋନା କଟକଣା ଲାଗି ଦୀର୍ଘ ୩ ମାସ ହେବ ବନ୍ଦ ରହିଥିବା ଜାତୀୟ ଉଦ୍ୟାନ ଭିତରକନିକା ଆଜି ଖୋଲିଛି । ଅଗଷ୍ଟ ମାସର ନୂଆ ଗାଇଡଲାଇନ ନିୟମକୁ ଆଧାର କରି ଖୋଲଯାଇଛି ଜାତୀୟ ଉଦ୍ୟାନ। ଦିନ ସମୟରେ ପର୍ଯ୍ୟଟକମାନେ ଭିତରକନିକା ବୁଲି ପାରିବେ । ରାତ୍ରି ରହଣି ପାଇଁ ପର୍ଯ୍ୟଟକଙ୍କୁ ଏବେ

ତୋଷାଳି ଭବନରେ ନିଆଁ

ଭୁବନେଶ୍ୱର: ତୋଷାଳି ଭବନରେ ନିଆଁ । ରାଜ୍ୟ ମାନବାଧିକାର କମିଶନଙ୍କ କାର୍ଯ୍ୟାଳୟରେ ନିଆଁ । ନିଆଁକୁ ଆୟତ କରିବାକୁ ଅଗ୍ନିଶମ କର୍ମଚାରୀଙ୍କ ଉଦ୍ୟମ ଜାରି । ଏସି ସର୍ଟସର୍କିଟିରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି ।

ଲଦାଖରେ ଭାରତ ତିଆରି କଲା ବିଶ୍ୱର ଉଚ୍ଚତମ ସଡ଼କ

ନୂଆଦିଲ୍ଲୀ,୫।୮: ଲଦାଖରେ ଭାରତର ନୂଆ ସଫଳତା। ସୀମା ସଡକ ସଂଗଠନ (ଈଜଙ) ଏଠାରେ ବିଶ୍ୱର ସର୍ବୋଚ୍ଚ ରାସ୍ତା ନିର୍ମାଣ କରିବାରେ ସଫଳ ହୋଇଛି । ଏହି ରାସ୍ତା ସମୁଦ୍ର ପତ୍ତନ ଠାରୁ ୧୯,୩୦୦ ଫୁଟ ଉଚ୍ଚରେ ପୂର୍ବ ଲଦାଖର ଉମଲିଙ୍ଗଲା ପାସରେ ଅବସ୍ଥିତ। ଏହା ସହ ଭାରତ ବୋଲିଭିଆର ରେକର୍ଡ ଭାଙ୍ଗିଛି।

ଜାଣନ୍ତୁ ଆଜିଯାଏ ଅଲିମ୍ପିକ୍ସରେ ଭାରତୀୟ ହକି ଦଳ କେତେଥର ପଦକ ଜିତିଛି

ଟୋକିଓ: ଜର୍ମାନୀକୁ ହରାଇ ଭାରତ ଟୋକିଓ ଅଲିମ୍ପିକ୍ସରେ କାଂସ୍ୟ ପଦକ ହାସଲ କରିଛି । ଦୀର୍ଘ ୪୧ ବର୍ଷ ପରେ ଭାରତ ଅଲିମ୍ପିକ୍ସରେ ପଦକ ହାସଲ କରିଛି । ତେବେ ନଜର ପକାନ୍ତୁ ଆଜିଯାଏଁ ଅନୁଷ୍ଠିତ ଅଲିମ୍ପିକ୍ସରେ ଭାରତର ପ୍ରଦର୍ଶନ । ୧୯୨୮ ଆମଷ୍ଟରଡ୍ୟାମ ଅଲିମ୍ପିକ୍ସ- ସ୍ୱର୍ଣ୍ଣ ୧୯୩୨

ପୁଣି ମାଓବାଦୀଙ୍କ ଆତଙ୍କ

ମାଲକାନଗିରି : ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବସ୍ତର ଜିଲ୍ଲାରେ ଲ୍ୟାଣ୍ଡ ମାଇନର ଶିକାର ହୋଇଛି ଏକ ଯାତ୍ରୀବାହୀ ବୋଲେରୋ। ଆଜି ସକାଳେ ଏହି ଯାତ୍ରୀବାହୀ ବସଟି ଯାଉଥିବା ସମୟରେ ବସ୍ତର ଜିଲ୍ଲା ମାଲବାହୀ ଥାନା ଅନ୍ତର୍ଗତ ବୋଡ଼ଲି ନିକଟରେ ଘଟିଥିଲା ଏଭଳି ଘଟଣା। ଏହି ବିସ୍ଫୋରଣରେ ଦୁଇ ଜଣ

ଦେଶରେ ଦିନକରେ ୫୩୩ ଜୀବନ ନେଲା କରୋନା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୨,୯୮୨

ରାଜ୍ୟରେ ୧୩୪୨ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ଉପର ତଳ ହେଉଛି କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୩୫୨୩ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୭୫କ୍ୱାରେଣ୍ଟାଇନ୍ରୁ

ନଜର ପକାନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୬୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ସୁନ୍ଦରଗଡ ଓ ପୁରୀ ଜିଲାରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି। କଟକ ଜିଲାରୁ ୧୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ

ଭାରତୀୟ ହକି ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୪୧ ବର୍ଷ ପରେ ଅଲିମ୍ପିକ୍ସରେ ପଦକ ଜିତିଛି ଭାରତ । ଜର୍ମାନୀକୁ ୫-୪ ଗୋଲରେ ପରାସ୍ତ କରି ବ୍ରୋଞ୍ଚ ପଦକ ଜିତିଛି ଭାରତୀୟ ପୁରୁଷ ହକି ଦଳ । ଯାହାକୁ ନେଇ ସାରା ଦେଶରେ ଖୁସିର ଲହରୀ ଖେଳିଯାଇଛି । ସବୁ ଦିଗରୁ ଛୁଟିଛି ପ୍ରଂଶସାର ସୁଅ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ

ଜବରଦସ୍ତ ବିଜୟ ସହ ଇତିହାସ ରଚିଲା ଭାରତୀୟ ପୁରୁଷ ହକି ଦଳ

ଟୋକିଓ: ଅଲିମ୍ପିକ୍ସ ୨୦୨୦ ପୁରୁଷ ହକିରେ ଭାରତ କାଂସ୍ୟ ପଦକ ହାସଲ କରିଛି। ପ୍ରତିପକ୍ଷ ଜର୍ମାନୀକୁ ୫-୪ ଗୋଲରେ ପରାସ୍ତ କରି ଭାରତ ଏହି ଐତିହାସିକ ବିଜୟ ହାସଲ କରିଛି। ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ପୁରୁଷ ହକି ଦଳର ଅଲିମ୍ପିକ୍ସ ପଦକ ବିଜୟୀ ହେବାର ଗୌରବ ଲାଭ କରିଛି। ଶେଷଥର ପାଇଁ ୧୯୮୦ରେ