କଟକ ଗସ୍ତରେ ୫ଟି ସଚିବ, ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର କଲେ ସମୀକ୍ଷା
କଟକ: ସକାଳୁ ସକାଳୁ କଟକ ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ । ସେଠାରେ ପହଞ୍ଚିବା ପରେ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ତାଳଦଣ୍ଡା କେନାଲ ପରିଦର୍ଶନ କରିବା ସହ ଏହାର ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏହାସହ ଖାନନଗରରେ ହେବାକୁ ଥିବା ସୁବାଷ ବୋଷ ବସ!-->…
