ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ମୌସୁମୀ ଟ୍ରଫ୍-ଲାଇନ୍ ଏବେ ପୂର୍ବରେ ଉତ୍ତରମୁହାଁ ହୋଇଛି । ଏହା ଏବେ ବିହାର, ଉତ୍ତରବଙ୍ଗ, ବାଂଲାଦେଶ ମଧ୍ୟ ଦେଇ ଗତି କରୁଛି । ଏଣୁ ରାଜ୍ୟରେ ମୌସୁମୀର ଦୁର୍ବଳ ସ୍ଥିତି ଜାରି ରହିଛି । ସେହିପରି ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ସମୁଦ୍ର ପତ୍ତନଠାରୁ!-->…
