Odia News Portal

ବିଦ୍ୟୁତ୍ ଆଘାତରେ ହାତୀ ମୃତ୍ୟୁ

ଢେଙ୍କାନାଳ : ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ଅନ୍ତର୍ଗତ କଣ୍ଟାମାଳ ଗାଁରେ ବିଦ୍ୟୁତ ଆଘାତରେ ଏକ ମାଈ ହାତୀର ମୃତ୍ୟୁ ହୋଇଥିବା ଶନିବାର ଜଣାପଡିଛି। ହାତୀଟିର ବୟସ ପ୍ରାୟ ୧୨ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଜଙ୍ଗଲୀ ବାରହା ପାଇଁ ବିଛା ଯାଇଥିବା ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ

ମୀରବାଇଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟୋକିଓ ଅଲମ୍ପିକରେ ଭାରତକୁ ପ୍ରଥମ ପଦକ ଦେଇଛନ୍ତି ମିରାବାଇ ଚାନୁ । ଭାରୋଉତ୍ତୋଳନରେ ରୋପ୍ୟ ପଦକ ପାଇଛନ୍ତି ଚାନୁ । ଏହି ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟୋକିଓ ଅଲମ୍ପିକରେ ପ୍ରଥମ ଜିତିଛି ଭାରତ । ଭାରୋଉତ୍ତୋଳନରେ ମୀରାବାଇ

ଟୋକିଓ ଅଲମ୍ପିକ, ଫାଇନାଲରେ ଭାରତୀୟ ସୁଟର ସୌରଭ ଚୌଧୁରୀ

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସର ଆଜି ଦ୍ୱିତୀୟ ଦିନ ହୋଇଥିବା ବେଳେ ଏଥିରେ ପଦକ ଆଶା ଦେଇଛନ୍ତି ଭାରତୀୟ ସୁଟର ସୌରଭ ଚୌଧୁରୀ। ସେ ୧୦ ମିଟର ପୁରୁଷ ଏୟାର ପିସ୍ତଲ ଫାଇନାଲ୍କୁ ଉନ୍ନୀତ ହୋଇଛନ୍ତି। ଯୋଗ୍ୟତା ପର‌୍ୟ୍ୟାୟରେ ପ୍ରଥମ ହୋଇ ସେ ଫାଇନାଲ୍କୁ ଉନ୍ନୀତ ହୋଇଛନ୍ତି। ସେ ୯୫, ୯୮, ୯୮,

ଟୋକିଓ ଅଲମ୍ପିକ, ଚୀନ ଜିତିଲା ପ୍ରଥମ ସ୍ୱର୍ଣ୍ଣ ପଦକ

ଟୋକିଓ: ଟୋକିଓ ଅଲିମ୍ପିକ୍ସର ପ୍ରଥମ ସ୍ୱର୍ଣ୍ଣ ପଦକ ଚୀନ ହାତେଇଛି । ମହିଳା ୧୦ ମିଟର ଏୟାର ରାଇଫଲ ଇଭେଂଟରେ ଚୀନ ଏହି ସଫଳତା ହାସଲ କରିଛି । ୟାଙ୍ଗ କ୍ୱିନାନ ଫାଇନାଲରେ ୨୫୧.୮ ଅଙ୍କ ସ୍କୋର କରିଥିଲେ ।ଅଲିମ୍ପିକ୍ସ ରେକର୍ଡ ସହ ୟାଙ୍ଗ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତିଥିଲେ ।ରୁଷିଆର

ଏସିଏଫ ସୌମ୍ୟ ମୃତ୍ୟୁ ମାମଲା, ବଲାଙ୍ଗୀର ଯିବ ପାରଳାଖେମୁଣ୍ଡି ପୋଲିସ

ଭୁବନେଶ୍ୱର: ଏସିଏଫ ସୌମ୍ୟଙ୍କ ମୃତ୍ୟୁ ମାମଲା ଉପରୁ ପରଦା ହଟୁନି । ପ୍ରତିଦିନ ଆସୁଛି ନୂଆ ନୂଆ ତଥ୍ୟ । ତେବେ ବଲାଙ୍ଗୀରରେ ହୋଇଥିବା ବ୍ୟାଚଲର ପାର୍ଟିରୁ କିଛି ତଥ୍ୟ ମିଳିପାରେ ବୋଲି ପାରଳାଖେମୁଣ୍ଡି ପୋଲିସ ଅନୁମାନ କରିଛି । ପୂର୍ବରୁ ବାଲେଶ୍ୱର ଯାଇ ତଦନ୍ତ କରିଥିବା ବେଳେ ଏବେ

ଟୋକିଓ ଅଲମ୍ପିକ୍‌, ଭାରତକୁ ପ୍ରଥମ ପଦକ ଦେଲେ ମୀରାବାଇ

ଟୋକିଓ: ଟୋକିଓ ଅଲମ୍ପିକରେ ପ୍ରଥମ ଜିତିଛି ଭାରତ । ଭାରୋଉତ୍ତୋଳନରେ ମୀରାବାଇ ଚାନୁ ରୋପ୍ୟ ପଦକ ଜିତିଛନ୍ତି । ଯାହାକି ଭାରତ ଲାଗି ଚଳିତ ଅଲମ୍ପିକର ପ୍ରଥମ ପଦକ । ସେ ୪୯ କେଜିରେ ଜିତିଲେ ରୌପ୍ୟ ପଦକ । ଯାହାକି ଭାରତ କଲାଗି ଏକ ଗର୍ବ ଏବଂ ଗୌରବର ବିଷୟ ପାଲଟିଛି । ସଫଳତା ଲାଗି ଚାନୁଙ୍କୁ

ଆଜି ଦେଶରେ ୫୪୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାରରୁ କମି ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ କମ୍ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୯,୦୯୭

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୧୦୮୨ ଏବଂ ସ୍ଥାନୀୟ ସଂକ୍ରମିତ ୭୮୨ ରହିଥିବା ଜଣାଯାଇଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନଗୁଳ ଜିଲାରୁ ୬୯, ବାଲେଶ୍ୱର ୧୧୪, ବରଗଡ ୨୪, ଭଦକ୍ର ୬୫ ଓ

ଟୋକିଓ ଅଲମ୍ପିକ, ବିଜୟରୁ ଅଭିଯାନ ଆରମ୍ଭ କଲା ଭାରତୀୟ ପୁରୁଷ ହକି ଦଳ

ଟୋକିଓ: ଭାରତୀୟଙ୍କ ଲାଗି ଖୁସି ଖବର । ଟୋକିଓ ଅଲିମ୍ପିକ୍ସରେ ପୁରୁଷ ହକିରେ ଭାରତର ଦମଦାର ବିଜୟ। ବିଜୟରୁ ଭାରତର ଅଭିଯାନ ଆରମ୍ଭ ହୋଇଛି । ଅଲିମ୍ପିକ୍ସରେ ଭାରତର ପ୍ରଥମ ମୁକାବିଲାରେ ନ୍ୟୁଜିଲାଣ୍ଡକୁ ୩-୨ରେ ହରାଇଲା ଭାରତ । ଭାରତ ବିଜୟର ହିରୋ ରହିଥିଲେ ହରମନପ୍ରୀତ । ସେ ଦୁଇଟି ଗୋଲ

ଆଜିଠୁ ଆନନ୍ଦ ବଜାରରେ ମିଳିବ ଅବଢ଼ା

ପୁରୀ: ରତ୍ନବେଦି ଛାଡ଼ି ଜନ୍ମବେଦୀରେ ଅବସ୍ଥାନ କରିଥିଲେ ମହାପ୍ରଭୁ । ଶ୍ରୀମନ୍ଦିରରେ ମହାବାହୁ ନଥିବାରୁ ଛପନ ପଉଟି ଭୋଗ ହେଉ ନଥିଲା । ତେବେ ୧୩ଦିନ ଲାଗି ଆନନ୍ଦ ବଜାରରେ ଅବଢ଼ା ମିଳୁନଥିଲା । ଶ୍ରୀଗୁଣ୍ଡିଚା ସମୟରେ ଭକ୍ତମାନେ ଆଡ଼ପ ଅବଢ଼ା ପାଇଥିଲେ। କିନ୍ତୁ ବାହୁଡ଼ା ପରଠାରୁ ମହାପ୍ରଭୁ