ନଜର ପକାନ୍ତୁ ଆଜିର ମୁଖ୍ଯ ଖବର ଉପରେ
୧-କୋଟିପତି ପିଏସ ବିରଞ୍ଚି ନାରାୟଣ ସାହୁଙ୍କୁ ବାଧ୍ୟତାମୂଳକ ଅବସର । ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର ।
୨-ଫିଟୁଛି ଚାକିରି ଦୁର୍ନୀତିର ଗୁମର । ଓଏସଏସସି ପିଏସଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ପରିକ୍ଷାର୍ଥୀ । କହିଲେ, ନିଯୁକ୍ତି ପାଇଁ ୧୦ ଲକ୍ଷ ମାଗିଥିଲେ ବିରଞ୍ଚି!-->!-->!-->…
