ଆଜି ରାଜ୍ୟରେ ୧୯୧୭ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୯୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦୯ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୦୮ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା!-->…
