ଯୁକ୍ତ ୩ ନାମଲେଖା ଲାଗି ଆଜି ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ କଟଅଫ୍ ମାର୍କ
ଭୁବନେଶ୍ୱର: ଯୁକ୍ତ ୩ ତଥା ସ୍ନାତକ କଲେଜଗୁଡ଼ିକରେ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ତଥା ମେଧା ତାଲିକା। ପୂର୍ବାହ୍ନ ୧୧ଟାରେ ତାଲିକା ପ୍ରକାଶ ପାଇବା ପରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ଅପରାହ୍ ଣ ୨ଟାରୁ ୧୪ ତାରିଖ ରାତି ୧୧ଟା ୪୫ ମଧ୍ୟରେ ଅନ୍ ଲାଇନ୍!-->…
