ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ
ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ହାର କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୫,୪୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହି ସମୟ ମଧ୍ୟରେ ଦେଶରେ ୩୭,୧୨୭ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଦୈନିକ ସଂକ୍ରମଣ ହାର ୧.୭୮% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୦୭% ରହିଛି।!-->…
