ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: କିଛିଦିନର ବିରତି ପରେ ପୁଣି ଫେରୁଛି ବର୍ଷା । ରାଜ୍ୟରେ ନିଅଣ୍ଟିଆ ବର୍ଷାକୁ ପୂରଣ କରିବ ବୋଲି ଆଶା କରାଯାଉଛି । ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଘନୀଭୂତ ହେବା ପରେ ଏହା ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ!-->…
