ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ
ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଦିନକ ମଧ୍ୟରେ ୭୬୨ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୪୪୩ ଓ ସ୍ଥାନୀୟ ସଂକ୍ରମିତ ୩୧୯ ଜଣ ରହିଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୧୦୨ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ ଜିଲାରେ ୨୦,!-->…
