୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଜାରି ରହିଛି ବର୍ଷା । ଅଧିା ଓଡ଼ିଶା ଏବେ ଜଳମଗ୍ନ ହୋଇଛି । ସେପଟେ ୮ ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ, ଗଞ୍ଜାମ ଓ ଗଜପତି ।
!-->!-->!-->…
