ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନା ଅପଡେଟ୍
ନୂଆଦିଲ୍ଲୀ:ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି ।କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୨୮,୫୯୧ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୩୩୮ ଜଣଙ୍କର ମୃତ୍ୟୁ ହୋଇଛି ।ସେହିପରି ଦେଶରେ!-->…
