କୋରାପୁଟରେ ୬୫୦ ଶଯ୍ୟା ଚିକିତ୍ସାଳୟ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ: ‘ବିକାଶ ଧାରାରେ ସାମିଲ’
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୨୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬୫୦ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ ଉଦ୍ଘାଟନ କରିଛନ୍ତି। ୬ ଲେନ୍ ବିଶିଷ୍ଟ ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଇକୋନୋମିକ୍ କରିଡର୍ ଶୀଘ୍ର ନିର୍ମାଣ ହେବ ବୋଲି…
