ସୌମ୍ୟଙ୍କ ମୃତ୍ୟୁ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ
ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟଙ୍କ ମୃତ୍ୟୁ ମାମଲାର ଆରମ୍ଭ ହୋଇଛି କ୍ରାଇମବ୍ରାଞ୍ଚ ତଦନ୍ତ । ପାରଳାଖେମୁଣ୍ଡିରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ୍ । ୨ ଜଣିଆଁ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସୌମ୍ୟଙ୍କ ବାସ ଭବନରେ ପହଞ୍ଚି ତଦନତ ଆରମ୍ଭ କରିଛନ୍ତି । ତେଚବେ!-->…
