Odia News Portal

ଆଜିଠୁ ଭାରତ-ଇଂଲଣ୍ଡ ଅନ୍ତିମ ଟେଷ୍ଟ

ମାଞ୍ଚେଷ୍ଟର: ଆଜିଠୁ ଭାରତ ଓ ଇଲଣ୍ଡ ମଧ୍ୟରେ ଖେଳାଯିବ ପଞ୍ଚମ ତଥା ଅନ୍ତିମ ଟେଷ୍ଟ । ମାଞ୍ଚେଷ୍ଟରରେ ଶେଷ ମ୍ୟାଚ ଖେଳାଯିବ । ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତ ୨-୧ରେ ଆଗୁଆ ରହିଛି । ତେବେ ଭାରତ ଶେଷ ମ୍ୟାଚକୁ ଡ୍ର ରଖିବା କିମ୍ବା ଜିତିବା ଲାଗି ଚେଷ୍ଟା କରିବ । …

୧୪ରେ ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪ ତାରିଖରେ ସୁନ୍ଦରଗଡ଼ ଗସ୍ତରେ ଯିବେ। ସେଠାରେ ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ। ମୁଖ୍ୟମନ୍ତ୍ରୀଙ୍କର ଏହା ସରକାରୀ କାର୍ୟ୍ୟକ୍ରମ ଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତ ଚାଲିଛି। ତେବେ…

ଆଜି ରାଜ୍ୟରେ ୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କୁମଛି କରୋନା ସଂକ୍ରମଣ । ମୃତ୍ୟୁହାର ମଧ୍ୟ ଦିନକୁ ଦିନ ତଳମୁହାଁ ହେଉଛି । ତେବେ ରାଜ୍ୟରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ମୃତ୍ୟୁରେ ହ୍ରାସ ହେଉଥିବା ପରିଲକ୍ଷିତ ହେଉଛି। ଦୈନିକ କରୋନା ଜନିତ ମୃତ୍ୟୁ ୧୦ରେ ସୀମତି ରହୁଛି। ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ…

ଆସୁଛି ଏବର୍ଷର ସବୁଠୁ ବଡ଼ ଲଘୁଚାପ, ଆସନ୍ତାକାଲିଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସୁଛି ଏବର୍ଷର ସବୁଠି ବଡ଼ ଲଘୁଚାପ । ଆସନ୍ତାକାଲି ଠାରୁ ଆସୁଛି ବଡ଼ ବର୍ଷା। ୧୧ରେ ଏବର୍ଷର ସବୁଠୁ ବଡ଼ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶନିବାର ବେଳକୁ ଏକ ଲଘୁଚାପ…

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ୭୪୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୪୩୫ ଓ ସ୍ଥାନୀୟ ସଂକ୍ରମିତ ୩୧୦ ଜଣ ରହିଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ୧୧୯ ଜଣ ରହିଛନ୍ତି। ଅନୁଗୁଳ ଜିଲାରେ ୧୦,…

ଶ୍ରୀଗଣେଶଙ୍କୁ ପ୍ରଶନ୍ନ କରିବାକୁ ଚଢ଼ାନ୍ତୁ ଏହିସବୁ ଭୋଗ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଗଣେଶ ଚତୁର୍ଥୀ । ପୂଜା ପାଇବେ ବିଘ୍ନହର୍ତା ପ୍ରଭୁ ଶ୍ରୀଗଣେଶ । ଏନେଇ ଚାରିଆଡେ ଉତ୍ସବମୁଖର । ଏହି ପବିତ୍ର ପୂଜା ଅବସରରେ ଗଜାନନଙ୍କୁ ପ୍ରସନ୍ନ କରିବା ପାଇଁ ତାଙ୍କର ପ୍ରିୟ ୧୦ଟି ଭୋଗ ଲାଗି କରାଯାଇଥାଏ । ତେବେ ଆସନ୍ତୁ ଜାଣିବା ସେହି ୧୦ଟି ଭୋଗ ବିଷୟରେ..…

ଆଜି ପବିତ୍ର ଗଣେଶ ଚତୁର୍ଥୀ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଗଣେଶ ଚତୁର୍ଥୀ । ପୂଜା ପାଇବେ ଗଜାନନ । କୋଭିଡ୍ କଟକଣାରେ ପୂଜା କରାଯାଉଛି ଗଜାନନଙ୍କୁ । ଘରେ ଓ ମଣ୍ଡପରେ ପୂଜା ପାଇଛନ୍ତି ବିଘ୍ନ ବିନାଶକ । ଜାକଜମକ ନୁହେଁ ନିରାଡମ୍ବର ଭାବେ ପୂଜା କରାଯାଉଛି । ମଣ୍ଡପ ନିକଟକୁ ଭକ୍ତଙ୍କୁ ବାରଣ କରାଯାଇଛି । ରାଜ୍ୟର…

ପ୍ରକାଶ ପାଇଲା +୩ କଟ୍ ଅଫ୍ ମାର୍କ, ଜାଣନ୍ତୁ କେଉଁ କଲେଜରେ କେତେ ରହିଛି କଟ୍ ଅଫ୍ ମାର୍କ

ଭୁବନେଶ୍ୱର: ପ୍ରକାଶ ପାଇଲା +୩ କଟ୍ ଅଫ୍ ମାର୍କ । ମୋଟ୍ ୨ ଲକ୍ଷ ୪୪ ହଜାର ୨୫୨ ପିଲା ଆବେଦନ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ସିଲେକ୍ସନ ହୋଇଛନ୍ତି ୧ ଲକ୍ଷ ୬୮ ହଜାର୫୩୭ ଜଣ । ଭୁଗୋଳରେ ବିଜେବି କଲେଜ କଟ୍ ଅଫ୍ ମାର୍କ ରହିଛି ୯୫.୨୦ % । ସେହିଭଳି ପଦାର୍ଥ ବିଜ୍ଞାନରେ ବିଜେବି କଲେଜରେ କଟ୍…

ଆୟକର ରିଟର୍ଣ୍ଣସର ସମୟସୀମା ବୃଦ୍ଧି

ଭୁବନେଶ୍ୱର: ପୁଣି ବଢ଼ିଲା ଆୟକର ରିଟର୍ଣ୍ଣ ଦାଖଲ କରିବାର ସମୟସୀମା । ୩୧ ଡିସେମ୍ବର ସୁଦ୍ଧା ଆୟକର ରିଟର୍ଣ୍ଣସ ଦାଖଲ କରାଯିବା ନେଇ ସମୟସୀମା ନିର୍ଦ୍ଧାରଣ କରାଯାଇଛି । ପୂର୍ବରୁ ଶେଷ ତାରିଖ ଥିଲା ୩୦ ସେପ୍ଟେମ୍ବର । କିନ୍ତୁ ଏହାକୁ ପୁଣିଥରେ ବଢ଼ାଇ ୩୧ ଡିସେମ୍ବର କରାଗଲା ।

ରାଜଧାନୀରୁ ଚିହ୍ନଟ ହେଲେ ୨୫୮ ଆକ୍ରାନ୍ତ

ଭୁବନେଶ୍ୱର: ଭାଙ୍ଗୁଛି କରୋନା ଚେନ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରାଜଧାନୀ ଭୁବନେଶ୍ବରୁ ୨୫୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଆଜି ଚିହ୍ନଟ ହୋଇଥିବା ନୂଆ କରୋନା…