ଟ୍ରେନ ବଗି ଲାଇନଚ୍ୟୁତ
ଭଦ୍ରକ: ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ । ଭଦ୍ରକ ଚରମ୍ପା ସ୍ଥିତ ଧାମରା ରେଳ ଓଭରବ୍ରିଜ ନିକଟରେ ଟ୍ରେନ ଲାଇନଚ୍ୟୁତ ହୋଇଥିବା ଜଣା ପଡିଛି । ୧୩ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା । ଭଦ୍ରକ ଚରମ୍ପା ସ୍ଥିତ ଧାମରା ରେଳ ଓଭରବ୍ରିଜ ନିକଟରେ ଟ୍ରେନ୍ ଲାଇନଚ୍ୟୁତ ହୋଇଥିବା ଜଣା ପଡିଛି!-->…
