ଆଜି ରାଜ୍ୟରେ ୧୦୭୮ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ପଜିଟିଭଙ୍କ ମଧ୍ୟରେ ୬୨୬ ଜଣ ସଙ୍ଗରୋଧରୁ ଜଣାପଡିଥିବାବେଳେ ୪୫୨ ଜଣ ସ୍ଥାନୀୟ ସଂକ୍ରମଣରୁ ରହିଛନ୍ତି ।ନୂଆ ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ଅନୁଗୁଳରୁ ୨୬, ବାଲେଶ୍ୱରରୁ ୪୫, ବରଗଡ଼ରୁ ୬,!-->…
