ସ୍କୁଲ ଖୋଲୁ ଖୋଲୁ ପଜିଟିଭ୍
ସ୍କୁଲ ଖୋଲୁ ଖୋଲୁ ବାହାରିଲା କରୋନା ପଜିଟିଭ । ଫଳରେ ହାଇସ୍କୁଲକୁ ସାନିଟାଇଜ କରିବା ସହିତ କଣ୍ଟେନମେଣ୍ଟ ଘୋଷଣା କରିଛି ପ୍ରଶାସନ । ଏଭଳି ଘଟଣା ମଙ୍ଗଳବାର ଦାରିଙ୍ଗବାଡି ଅଞ୍ଚଳରୁ ସାମ୍ନାକୁ ଆସିଛି ।
ସୂଚନାଯୋଗ୍ୟ ଯେ, ଦାରିଙ୍ଗବାଡି ଆଶ୍ରମ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ରୀ ପଜିଟିଭ!-->!-->!-->…
