ନଜର ପକାନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନା ଅପଡେଟ୍
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୬୦୯ ନୂଆ କୋରୋନା ପଜିଟିଭ । ଏମାନଙ୍କ ମଧ୍ୟରେ ୧୨୨ ଜଣ ୧୮ ବର୍ଷରୁ କମ୍ କିଶୋର –ଶିଶୁ । ସଙ୍ଗରୋଧରୁ ୩୫୪ ଓ ସ୍ଥାନୀୟ ଅଂଚଳରୁ ୨୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏ ଯାଏଁ ୧୦ ଲକ୍ଷ ୧୨ ହଜାର ୧୬୭ ଜଣ କୋରୋନା!-->…
