Odia News Portal

ଦୁର୍ନୀତି ଅଭିଯୋଗରେ ୩ ସରକାରୀ ଅଧିକାରୀ ନିଲମ୍ବିତ

ଯାଜପୁର: ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଜରୀ ପଞ୍ଚାୟତରେ ବ୍ୟାପକ ଅନିୟମିତତା ଅଭିଯୋଗରେ ତିନି ସରକାରୀ ଅଧିକାରୀ ନିଲମ୍ବିତ ହୋଇଥିବା ଜଣାଯାଇଛି। ଏହି ତିନି ଅଧିକାରଙ୍କୁ ଯାଜପୁର ଜିଲ୍ଲାପାଳ ନିଲମ୍ବନ କରିଥିବା ଜଣାଯାଇଛି।ମିଳିଥିବା ସୂଚନା ଅନୁଯାୟୀ, ପଞ୍ଚାୟତର ପିଇଓ ପ୍ରକାଶ କୁମାର

କଟକରୁ ପୁଣି ନକଲି ଜର୍ଦ୍ଦା ଜବତ

କଟକ: ପୁଣି ନକଲି ଜର୍ଦ୍ଦା ଜବତ । ନକଲି ଜର୍ଦ୍ଦା ସହ ଗୁଟଖା ଓ ସତାବରୀ ଜବତ କରିଛି ପୋଲିସ । ମାଲଗୋଦାମ ଅଞ୍ଚଳରୁ ବିପୁଳ ପରିମାଣର ନକଲି ଜର୍ଦ୍ଦା ଜବତ କରିଛି ପୋଲିସ । ସୂଚନା ଅନୁଯାୟୀ, 2ଦିନ ହେଲା ଏହି ଗୋଦାମ ଉପରେ ନଜର ରଖିଥିଲା ମାଲଗୋଦାମ ଥାନା ପୋଲିସ । କିଛି ରାସାୟନିକ ପଦାର୍ଥ

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଯୋଡ଼ି ହେବେ ୨୧ଲକ୍ଷ ନୂଆ ହିତାଧିକାରୀ

ଭୁବନେଶ୍ୱର: BSKYରେ ସାମିଲ ହେବେ ୨୧ଲକ୍ଷ ନୂଆ ହିତାଧିକାରୀ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କୁ ମିଳିବ ସ୍ମାର୍ଟ କାର୍ଡ । ରାଜ୍ୟର ୯୨.୫ ଲକ୍ଷ ହିତାଧିକାରୀଙ୍କୁ ଏହି କାର୍ଡ ଯୋଗାଇ ଦିଆଯିବ । ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟକାଡ ବଣ୍ଟନ

ହିଞ୍ଜିଳି ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ

ଗଞ୍ଜାମ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ବିଧିବଦ୍ଧ ପ୍ରଚେଷ୍ଟା ଜାରୀ ରହିଛି । ଓଡ଼ିଶାକୁ ବିକାଶ କ୍ଷେତ୍ରରେ ଅଗ୍ରଣୀ ରାଜ୍ୟ ରୂପେ ପରିଣତ କରିବା ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରରେ ବହୁକୋଟି ମୂଲ୍ୟର ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ନିଜ ନିର୍ବାଚନ ମଣ୍ଡଳୀ

ଆତ୍ମସମର୍ପଣ କଲେ ମହିଳା କ୍ୟାଡର ମାଓବାଦୀ

ବଲାଙ୍ଗୀର: ଆତ୍ମସମର୍ପଣ କଲେ ମହିଳା କ୍ୟାଡର ମାଓବାଦୀ। କନ୍ଧମାଳ ଏସ୍ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ମହିଳା ମାଓବାଦୀ କାନ୍ତି ମଲିକ। ଅନେକ ମାଓ କାର‌୍ୟ୍ୟକଳାପରେ ସେ ଦୀର୍ଘ ଦିନ ଧରି ସଂପୃକ୍ତ ଥିଲେ। ସୂଚନାନୁଯାୟୀ, କନ୍ଧମାଳ ଏସପିଙ୍କ ନିକଟରେ ମହିଳା କ୍ୟାଡର ମାଓବାଦୀ କାନ୍ତି

ଦେଶ ବିଦେଶରେ ମହକିବ କୋରାପୁଟ କଫି, ପ୍ରଂଶସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋରାପୁଟ ଜିଲ୍ଲାର ଏକ ନିର୍ଦ୍ଧିଷ୍ଟ ଅଞ୍ଚଳରେ ଉତ୍ପାଦନ ହେଉଥିବା 'କୋରାପୁଟ କଫି' ଦେଶବିଦେଶର କୋଣଅନୁକୋଣରେ ନିଜର ଉପସ୍ଥିତି ଜାହିର କରିବାକୁ ଯାଉଛି। ରାଜ୍ୟର କଫି ଚାଷୀଙ୍କ ଉନ୍ନତି ଓ ସମୃଦ୍ଧି ପାଇଁ ଟିଡିସିସିଓଏଲର ପ୍ରୟାସରେ 'କୋରାପୁଟ କଫି'ର ବିକ୍ରିବଟା ପାଇଁ 'ଟାଟା

ଓଡ଼ିଶା ଗସ୍ତରେ ଗୋଆ ବାଚସ୍ପତି

ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଗୋଆ ବାଚସ୍ପତି ରାଜେଶ ପାଟନେକର । ସେ ଓଡ଼ିଶା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଏଥିରେ ଉଭୟେ ଇ-ବିଧାନସଭା ଉପରେ ଅଧିକ ଗୁରୁତ୍ୱ ଦେଇଥିଲେ । ସେହିପରି ଅନ୍ୟ

ସମ୍ବଲପୁରରେ ନକଲି ନୋଟ୍ କାରବାର ଠାବ

ସମ୍ବଲପୁର: ସମ୍ବଲପୁରରେ ହାଇଯାଉ ହେଲାଣି ନକଲି ନୋଟ୍ । ଗତ କିଛି ମାସ ହେବ ସମ୍ବଲପୁର ସହରରେ ନକଲି ନୋଟ୍ ପୁଲିସ୍ର ନିଦ ହଜେଇ ଦେଇଥିଲା । ୭ ଦିନ ତଳେ ଟାଉନ୍ ଥାନା ଅଞ୍ଚଳରୁ ଏକ ନକଲି ନୋଟ୍ ମିଳିବା ଘଟଣାରେ ପୁଲିସ୍ ଖୋଳତାଡ଼ କରୁ କରୁ ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିବା ଭଳି ପୁଲିସ୍କୁ

ଦିଲ୍ଲୀ ବିମାନ ବନ୍ଦରକୁ ଉଡ଼ାଇବାକୁ ଧମକ

ନୂଆଦିଲ୍ଲୀ: ଦିଲ୍ଲୀ ବିମାନ ବନ୍ଦରକୁ ବିସ୍ଫୋରଣରେ ଉଡ଼ାଇବାକୁ ଧମକ । ଦିଲ୍ଲୀ ପୋଲିସକୁ ଅଲକାଏଦାର ଇ-ମେଲ୍ ଯୋଗେ ଧମକ । ୩ଦିନ ଭିତରେ ବିମାନ ବନ୍ଦରକୁ ଉଡ଼ାଇବାକୁ ଧମକ ଦିଆଯାଇଛି । ମେଲ ପଠାଇଥିବା ସନ୍ଦିଗ୍ଧ ନିଜକୁ ଅଲକାଏଦା ସଦସ୍ୟ କହୁଛି । ମେଲ ମିଳିବା ପରେ ବିମାନବନ୍ଦରରେ କଡ଼ା ସୁରକ୍ଷା

ନଜର ପକାନ୍ତୁ ଆଜି ରାଜ୍ୟର କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୧୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୯ ଜଣ ଆକ୍ରାନ୍ତ ଥିବା