ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ
ନୂଆଦିଲ୍ଲୀ : ଦେଶରେ କିଛି ଦିନ ତଳେ ଆକ୍ରାନ୍ତ ସଂଖ୍ୟା ୪୦ ହଜାର ଅତିକ୍ରମ କରିଥିବା ବେଳେ ଏବେ ଏଥିରେ ସାମାନ୍ୟ ହ୍ରାସ ଘଟିଛି। ୨୪ ଘଣ୍ଟାରେ ଆଉ ୩୯,୦୭୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୯,୩୪,୪୫୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ!-->…
