ସନ୍ଦେହ ଘେରରେ ମହିଳାଙ୍କ ମୃତ୍ୟୁ
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ହାତୀବାରୀ ଗ୍ରାମ ଜଙ୍ଗଲ ନିକଟରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମହିଳାଜଣକ ନିକଟ ହାତୀବାରି ଗ୍ରାମର ବାଦଲ ନାଏକଙ୍କ ସ୍ତ୍ରୀ ମାନିନୀ ନାଏକ (୩୪) ବୋଲି ଜଣାପଡିଛି । ତେବେ ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ଜଣା!-->…
