Odia News Portal

ପଢ଼ନ୍ତୁ କେଉଁ ମାନଙ୍କୁ ମିଳିଲା କ୍ୟାବିନେଟ୍ ପାହ୍ୟା

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରୀ ମଣ୍ଡଳରେ ଅଦଳ ବଦଳ ହୋଇଛି । ୧୫ଜଣଙ୍କୁ କ୍ୟାବିନେଟ ମନ୍ତ୍ରୀ ଭାବେ ଚୟନ କରାଯାଇଛି । ସେହିଭଳି ନାରାୟଣ ରାଣେ, ସର୍ବାନନ୍ଦ ସୋନୱାଲ, ଡକ୍ଟର ବିରେନ୍ଦ୍ର କୁମାର, ଜ୍ୟୋତିରାଦିତ୍ୟ ସିନ୍ଧିଆ, ରାମଚନ୍ଦ୍ର ପ୍ରସାଦ ସିଂହ,

ନଜର ପକାନ୍ତୁ କେଉଁମାନଙ୍କୁ ମିଳିଲା ରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ: ସଂପ୍ରସାରଣ ହୋଇଛି ମୋଦିଙ୍କ ମନ୍ତ୍ରୀ ମଣ୍ଡଳ । ୨୮ଜଣ ରାଷ୍ଟ୍ରମନ୍ତ୍ରୀଙ୍କ ନାମ ଚୟନ କରାଯାଇଛି । ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଶପଥ ଗ୍ରହଣ କରିଛନ୍ତି ମନ୍ତ୍ରୀ । ତେବେ ନଜର ପକାନ୍ତୁ କେଉଁମାନେ ରହିଛନ୍ତି ଏହି ରାଷ୍ଟ୍ରମନ୍ତ୍ରୀ

ଶପଥ ନେଲେ ବିଶ୍ୱେଶର ଟୁଡୁ

ନୂଆଦିଲ୍ଲୀ: କ୍ୟାବିନେଟ ମନ୍ତ୍ରୀଭାବେ ଶପଥ ନେଇଛନ୍ତି ବିଶ୍ୱେଶର ଟୁଡୁ । ଓଡ଼ିଶାରୁ ଦ୍ୱିତୀୟ ମନ୍ତ୍ରୀ ଭାବେ ସେ ଶପଥ ଗ୍ରହଣ କରିଛନ୍ତି । ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରୁ ନିର୍ବାଚିତ ହୋଇଥିବା ବିଶ୍ୱେଶରଙ୍କୁ ମୋଦିଙ୍କ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ମିଳିଛି । ଆଜି ରାଷ୍ଟ୍ରପତିଙ୍କ ସମ୍ମୁଖରେ

ଶପଥନେଲେ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: ଶପଥ ଗ୍ରହଣ କରିଛନ୍ତି ଓଡ଼ିଶାର ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ । ସେ ମୋଦିଙ୍କ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇଛନ୍ତି । ଆଜି ରାଷ୍ଟ୍ରପତିଙ୍କ ସମ୍ମୁଖରେ ଶପଥ ଗ୍ରହଣ କରିଥିବା ଦେଖିବାକୁ ମିଳିଛି । ଗଠନ ହେଲା ମୋଦିଙ୍କ ନୂଆ ଟିମ୍ । ପ୍ରକାଶ ପାଇଲା ମନ୍ତ୍ରୀ ନାମ ।

ସର୍ବାନନ୍ଦ ସନୱାଲ କ୍ୟାବିନେଟ ମନ୍ତ୍ରୀ

ନୂଆଦିଲ୍ଲୀ: ସର୍ବାନନ୍ଦ ସନୱାଲ କ୍ୟାବିନେଟ ମନ୍ତ୍ରୀଭାବେ ଶପଥ ଗ୍ରହଣ କରିଛନ୍ତି । ମନ୍ତ୍ରୀଙ୍କ ନୂଆ ମନ୍ତ୍ରୀ ମଣ୍ଡଳରେ ତାଙ୍କୁ ସ୍ଥାନ ମିଳିବା ପରେ ସେ ଆଜି ଶପଥ ଗ୍ରହଣ କରିଛନ୍ତି ।

ବିରେନ୍ଦ୍ର କୁମାର କ୍ୟାବିନେଟ ମନ୍ତ୍ରୀ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନରେ ଚାଲି ଶପଥ ଗ୍ରହଣ ଉତ୍ସବ । ବିରେନ୍ଦ୍ର କୁମାର କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଏହି ସମାରୋହରେ ରାଷ୍ଟ୍ରପତିଙ୍କ ଉପସ୍ଥିତିରେ ଶପଥ ନେଉଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବରିଷ୍ଠ ନେତାମାନେ ଯୋଗ ଦେଇଛନ୍ତି ।

କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲେ ନାରାୟଣ ରାଣେ

ନୂଆଦିଲ୍ଲୀ: ଆରମ୍ଭ ହୋଇଛି ମୋଦିଙ୍କ ନୂଆ ମନ୍ତ୍ରୀ ମଣ୍ଡଳ । ମନ୍ତ୍ରୀମାନେ ଶପଥ ଗ୍ରହଣ କରୁଛନ୍ତି । ତେବେ କ୍ୟାବିନେଟ ମନ୍ତ୍ରୀଭାବେ ଶପଥ ଗ୍ରହଣ କରିଛନ୍ତି ନାରାୟଣ ରାଣେ । ରାଷ୍ଟ୍ରପତି ଭବନରେ ଚାଲି ଶପଥ ଗ୍ରହଣ ଉତ୍ସବ ।

ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କ ଇସ୍ତଫା

ନୂଆଦିଲ୍ଲୀ: ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ। ମହାମାରୀ କରୋନାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଅଭିଯୋଗକୁ ନେଇ ଚାପରେ ଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ। ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ଇସ୍ତଫା ଦେଇଛନ୍ତି।ଆଜି କେନ୍ଦ୍ର କ୍ୟାବିନେଟ

ମନ୍ତ୍ରୀପଦରୁ ଇସ୍ତଫା ଦେଲେ ପ୍ରତାପ ଷଢ଼ଙ୍ଗୀ

ନୂଆଦିଲ୍ଲୀ: ମୋଦିଙ୍କ ମନ୍ତ୍ରିମଣ୍ଡଳ ବିସ୍ତାର ପୂର୍ବରୁ ଅନେକ ମନ୍ତ୍ରୀ ଇସ୍ତଫା ଦେଉଛନ୍ତି । ବାଲେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀରୁ ଲୋକସଭାକୁ ଯାଇ ମନ୍ତ୍ରୀ ହୋଇଥିବା ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଇସ୍ତଫା ଦେଇଛନ୍ତି । ପ୍ରତାପ ଷଡ଼ଙ୍ଗୀ ଲୋକସଭାକୁ ନିର୍ବାଚିତ ହେବା ପରେ ଅଣୁ, କ୍ଷୁଦ୍ର ଓ

ଆସିଲା ୪୩ ଜଣିଆଁ ମନ୍ତ୍ରୀଙ୍କ ତାଲିକା

ନୂଆଦିଲ୍ଲୀ: ପ୍ରକାଶ ପାଇଛି ୪୩ ଜଣିଆଁ ମନ୍ତ୍ରୀଙ୍କ ତାଲିକା । ଏହି ତାଲିକା ଏବେ ମୋବାଇଲୁ ମୋବାଇଲକୁ ଘୁରିବାକୁ ଲାଗି ଲାଗିଲାଣି । ତେବେ ଏହି ଲିଷ୍ଟରେ ଓଡ଼ିଶାର ଦସ୍ୱବକ୍ସଚ୍ଚ ସାଂସଦଙ୍କ ନାମ ରହିଛି । ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ ଏବଂ ମୟୂରଭଞ୍ଜ ସାଂସଦ ବିଶ୍ୱେଶର ଟୁଡୁଙ୍କ ନାମ