Odia News Portal

ଆଜି ମହେନ୍ଦ୍ର ସିଂ ଧୋନୀଙ୍କ ଜନ୍ମଦିନ

ରାଞ୍ଚି: ଆଜି ହେଉଛି ଭାରତୀୟ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଜନ୍ମଦିନ । ବିଶ୍ୱ କ୍ରିକେଟରେ ସେ ଜଣେ ପରିଚିତ ଚେହେରା । ତେବେ ଏହି କିମ୍ବଦନ୍ତୀ କ୍ରିକେଟରଙ୍କ ଆଜି ହେଉଛି ୪୦ତମ ଜନ୍ମଦିନ । ୧୯୮୧ ମସିହା ଜୁଲାଇ ୭ ତାରିଖରେ ରାଞ୍ଚିରେ ଜନ୍ମ ଗ୍ରହଣ କରିଥିଲେ ଧୋନୀ । ତାଙ୍କ

ରାଜ୍ୟରେ ପୂରଣ ହେବ ୧୦ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର: ହାଇସ୍କୁଲରେ ଖାଲି ପଡ଼ିଥିବା ୧୦ହଜାର ଶିକ୍ଷକ ପଦ ପୂରଣ ହେବ । ୪ହଜାର ୪ଶହ ୪୫ ହିନ୍ଦୀ, ସଂସ୍କୃତ, ଶାରୀରିକ ଶିକ୍ଷା ଶିକ୍ଷକ ନିଯୁକ୍ତ ହେବ । ୬ହଜାର ଟ୍ରେଣ୍ଡ ଗ୍ରାଜୁଏଟ୍ ଟିଚର ନିଯୁକ୍ତି ଲାଗି ଯୋଜନା । ପ୍ରଥମ ଥର ପାଇଁ ଏତେ ଶିକ୍ଷକଙ୍କୁ ପ୍ରବେଶିକା ମାଧ୍ୟମରେ ଚୟନ କରାଯିବ

ଆଜି ରାଜ୍ୟରେ ୨୬୦୨ ପିଜଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୬୦୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୯୫ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୧୧୦୭ ହେଉଛି ଲୋକାଲ କେସ୍। ଖୋର୍ଦ୍ଧାରୁ ସର୍ବାଧିକ ୫୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କମୁନି କରୋନା କାୟା, ଦିନକରେ ୫୯ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗୋଟିଏ ଦିନରେ ୫୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହା ଏପର‌୍ୟ୍ୟନ୍ତ ଦିନକରେ ରାଜ୍ୟରେ ସର୍ବାଧିକ କରୋନା ଜନିତ ମୃତ୍ୟୁ ବୋଲି ଜଣାଯାଇଛି । ଅନୁଗୁଳ ଜିଲାରୁ ଜଣେ ଆକ୍ରାନ୍ତ ପ୍ରାଣ ହରାଇଥିବାବେଳେ ବରଗଡ ଜିଲାରୁ ୫ ଜଣଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରେ

ଆଜି ଦେଶରେ ୯୩୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଗତ କିଛି ଦିନ ହେବ ଦେଶରେ ମାରାତ୍ମକ କରୋନା ଜୀବାଣୁଙ୍କର ହ୍ରାସ ଘଟିଥିବାର ରେକର୍ଡ କରାଯାଇଥିଲା। କିନ୍ତୁ ଆଜି ମାମଲା ପୁଣି ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩ ହଜାର ୭୩୩ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ, ଶେଷ ଦିନରେ ୪୭,୨୪୦ ଜଣଙ୍କୁ ଡିସଚାର୍ଜ

ଦିଲ୍ଲୀପ କୁମାରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ବର୍ଷିୟାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପରଲୋକ ହୋଇଛି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନ୍ଖକ୍ସ ଟ୍ୱିଟର ହ୍ୟାଣ୍ଡେଲରେ ପୋଷ୍ଟ କରିଛନ୍ତି ନବୀନ । ସେପଟେ ଦିଲ୍ଲୀପ କୁମାରଙ୍କ ବିୟୋଗରେ ବହୁ ବରିଷ୍ଠ ବ୍ୟକ୍ତମାନେ ମଧ୍ୟ ଶୋକ ପ୍ରକାଶ

ପରଲୋକରେ ବଲିଉଡର ଟ୍ରାଜେଡି କିଙ୍ଗ ଦିଲ୍ଲୀପ କୁମାର

ମୁମ୍ବାଇ: ବଲିଉଡର ‘ଟ୍ରାଜେଡି କିଙ୍ଗ’ ଭାବେ ପରିଚିତ ବର୍ଷିଆନ ଅଭିନେତା ଦିଲୀପ କୁମାରଙ୍କର ବୁଧବାର ସକାଳେ ପରଲୋକ ଘଟିଛି । ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ । ତାଙ୍କୁ ଚିକିତ୍ସା ନିମନ୍ତେ ମୁମ୍ବଇର ହିନ୍ଦୁଜା ହାସପାତାଳରେ ଜୁନ ୩୦ରେ ଭର୍ତ୍ତି

ଜୁଲାଇ ୨୦ରୁ JEE ମେନ୍ ପରୀକ୍ଷା

ଭୁବନେଶ୍ୱର: ଜୁଲାଇ ୨୦ରୁ ୨୫ ମଧ୍ୟରେ ଜେଇଇ ମେନ୍ ସେସନ-୩ ପରୀକ୍ଷା । ଜେଇଇ ସେସନ-୪ ପରୀକ୍ଷା ଜୁଲାଇ ୨୭ରୁ ଅଗଷ୍ଟ ୨ ମଧ୍ୟରେ ହେବ । ଆଜି ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶକଙ୍କ ।

ଆସନ୍ତାକାଲି ମୋଦିଙ୍କ ମନ୍ତ୍ରୀ ମଣ୍ଡଳରେ ହେବ ସଂପ୍ରସାରଣ

ନୂଆଦିଲ୍ଲୀ: ଆସନ୍ତାକାଲି ମୋଦିଙ୍କ ମନ୍ତ୍ରୀ ମଣ୍ଡଳରେ ହେବ ସଂପ୍ରସାରଣ । ଆଜି ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରସାରଣ କରାଯାଉଛି । ଦ୍ୱିତୀୟ ପାଳିର ପ୍ରଥମ ସଂପ୍ରରାଣ କରାଯିବା ନେଇ ସୂଚନା । ତେବେ ମନ୍ତ୍ରୀ ମଣ୍ଡଳରେ କାହାକୁ ସ୍ଥାନ ମିଳିବ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ତେବେ ନୂଆ

ସୁସ୍ଥହେଲେ ମହାପ୍ରଭୁ

ପୁରୀ: ସୁସ୍ଥ ହେଲେ ମହାପ୍ରଭୁ ଜଗନ୍ନାଥ। ଦ୍ୱାଦଶ ତିଥିରେ ରାଜ ପ୍ରାସାଦରେ ପହଞ୍ଚିଥିଲା ମହାପ୍ରଭୁଙ୍କ ସୁସ୍ଥତାର ଖବର। ମହା ପ୍ରଭୁଙ୍କ ସୁସ୍ଥତାର ଖବର ନେଇ ରାଜ ପ୍ରାସାଦରେ ପହଞ୍ଚିଲେ ଦଇତା ପତି ମହାପାତ୍ର ସେବାୟତ । ସାଥିରେ ମହାପ୍ରଭୁଙ୍କ କରାଳ ଚନ୍ଦନ , ପାଟବସ୍ତ୍ର ଧରି ରାଜପ୍ରାସାଦରେ