କେନ୍ଦ୍ର ରେଳମନ୍ତ୍ରୀଙ୍କୁ ବିଭିନ୍ନ ଦାବି ଜଣାଇଲେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ
ରାୟଗଡା଼: କେନ୍ଦ୍ର ରେଳ, ଯୋଗାଯୋଗ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗତ ୨୦ତାରିଖରେ ରାୟଗଡ ଜିଲ୍ଲା ଗସ୍ତ ଅବସରରେ ବିଭିନ୍ନ ଦାବି ଜଣାଇଛନ୍ତି ଜିଲ୍ଲାପାଳ ସରୋଜ କୁମାର ମିଶ୍ର ଓ ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା । ସ୍ଥାନୀୟ ସର୍କେଟ ହାଉସ ଠାରେ ସକାଳୁ ଯାଇ!-->…
