Odia News Portal

ରାଜ୍ୟରେ ଆଜି ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ଲଗାତାର ୬୦ ଅତିକ୍ରମ କରୁଛି। ୨୪ ଘଣ୍ଟାରେ ଆଉ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ କଟକ ଓ ଜଗତସିଂହପୁରରୁ ୧୩ ଲେଖାଏଁ, ଢେଙ୍କାନାଳରୁ ୧୧, ଅନୁଗୁଳ ଓ କେନ୍ଦ୍ରାପଡାରୁ ୮ ଲେଖାଏଁ, ଯାଜପୁରରୁ ୫, ବାଲେଶ୍ୱର

ଭବାନୀପାଟଣାରେ ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ

କଳାହାଣ୍ଡି: ଦେଶବ୍ୟାପୀ ଚାଲିଥିବା ଜନ ଆଶୀର୍ବାଦ ଯାତ୍ରା କ୍ରମରେ ଓଡ଼ିଶାରେ ଆଜି ଚତୁର୍ଥ ଦିନରେ କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ କଳାହାଣ୍ଡି ଗସ୍ତରେ ଯାଇଛନ୍ତି। ସେ କଳାହାଣ୍ଡିରେ ପହଂଚିବା ପରେ ଭବାନୀପାଟଣାଠାରେ

ରକ୍ଷା ବନ୍ଧନ ଓ ଗହ୍ମା ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ରକ୍ଷା ବନ୍ଧନ ବା ଗହ୍ମା ପୂର୍ଣ୍ଣିମା । ଭାଇ ଭଉଣୀଙ୍କ ଲାଗି ଆଜି ପବିତ୍ର ଦିନ ଟିଏ । ଆଜି ମଧ୍ୟ ବଳରାମଙ୍କ ଜନ୍ମଦିନ । ତେବେ ଏହି ଶୁଭ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ଆଶୀର୍ବାଦରୁ ଭରସା ଓ ସୁରକ୍ଷାର ଏହି

ବିପଦ ସଙ୍କୁଳ ଅବସ୍ଥାରେ ଦେଓଗାଁ ରେଳ ଷ୍ଟେସନ

ବଲାଙ୍ଗୀର ଦେଓଗାଁ ରେଳ ଷ୍ଟେସନରେ ଏକ୍ସପ୍ରେସ ରହଣି ଦାବୀ ନେଇ ଦେଓଗାଁ ଷ୍ଟେସନରେ ୬ ଘଣ୍ଟିଆ ରେଳରୋକ ହେବା ପରେ ରେଳ ଷ୍ଟେସନର ଉନ୍ନତି କରଣ ହୋଇଛି । କିନ୍ତୁ ଏହି ଉନ୍ନତିକରଣରେ ବଡଧରଣର ଦୁର୍ନୀତି ହୋଇଥିବା ଘଟଣା ସାମ୍ନାକୁ ଆସିଛି । ରେଳବାଇ କୋଟି କୋଟି ଟଙ୍କାରେ ରେଳ ଷ୍ଟେସନର ବିକାଶ

ବିଜେଡି ଓ ଓଡ଼ିଶା-ମୋ ପରିବାର ପକ୍ଷରୁ ଚକ୍ଷୁ ଚିକିତ୍ସା ଶିବିର

ବଲାଙ୍ଗିର: ଆଜି ସକାଳ ୧୦ ଘଣ୍ଟା ସମୟରେ ବଲାଙ୍ଗିର ପୌରାଞ୍ଚଳ ୱାର୍ଡ ନମ୍ବର ୧୦ ଗେଟସରୋବର ପଡା ଡକ୍ଟର ବିଆର ଆମ୍ବେଦକର କ୍ଲବ ଠାରେ ବଲାଙ୍ଗିର ବିଜେଡି ଓଡିଶା-ମୋ ପରିବାର ଆନୁକୁଲ୍ଯ ରେ ପୁର୍ବତନ ସାସଂଦ କଳିକେଶ ନାରାୟଣ ସିଂହଦେଓ ଏବଂ ଯୁବନେତା ଅର୍କେଶ ନାରାୟଣ ସିଂହଦେଓ ଙ୍କ ପରାମର୍ଶ

ଆଜି ପବିତ୍ର ରକ୍ଷା ବନ୍ଧନ, ଜାଣନ୍ତୁ ଆଜି ଦିନର ମାହାତ୍ମ୍ୟ

ଭୁବନେଶ୍ୱର: ଓଡ଼ିଶା ଏକ କଳା,ସଂସ୍କୃତି,ଐତିହ୍ୟ ପରମ୍ପରା ସମ୍ପନ୍ନ ରାଜ୍ୟ । ଓଡ଼ିଶାର ଅନ୍ୟଏକ ପାରମ୍ପରିକ ପର୍ବ ହେଲା ଗହ୍ମା ପୂର୍ଣ୍ଣିମା ଓ ରାକ୍ଷୀ ପୂର୍ଣ୍ଣିମା । ଗହ୍ମା ପୂର୍ଣ୍ଣିମାକୁ ପ୍ରଭୁ ବଳଭଦ୍ରଙ୍କ ଜନ୍ମ ତିଥିଭାବେ ଗ୍ରହଣ କରାଯାଏ । ହଳମୂଷଳ ଧାରଣ କରିଥିବା ପ୍ରଭୁ ବଳଭଦ୍ରଙ୍କୁ

ଅଧିକାଂଶ ସମୟ ବନ୍ଦ ରହୁଛି ଲୁହାସିଂହା ତହସିଲଦାରଙ୍କ କାର୍ଯ୍ୟାଳୟ

ବଲାଙ୍ଗିର: ଖପ୍ରାଖୋଲ ତହସିଲ ଅନ୍ତର୍ଗତ ଲୁହାସିଂହା ଠାରେ ଥିବା ରାଜସ୍ୱ ନୀରିକ୍ଷକଙ୍କ କାର୍ଯ୍ୟାଳୟ ଅଧିକାଂଶ ସମୟରେ ବନ୍ଦ ରହୁଥିବା ଲୋକେ ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁଯାୟୀ ଲୁହାସିଂହା ଆରଆଇ ସର୍କଲରେ ପ୍ରାୟ ୪ ଗୋଟି ପଞ୍ଚାୟତର ଲୋକେ ନିର୍ଭର କରୁଥିବା ବେଳେ ରାଜସ୍ୱ ନୀରିକ୍ଷକ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମିତ୍ତଲ

ଭୁବନେଶ୍ୱର: ଆର୍ସେଲର-ମିତ୍ତଲର ମୁଖ୍ୟ ଏଲ.ଏନ ମିତ୍ତଲ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । କେନ୍ଦ୍ରାପଡାର ମହାକାଳପଡାରେ ହେବାକୁ ଥିବା ୧୨ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ଇସ୍ପାତ କାରଖାନା ପ୍ରସଙ୍ଗରେ ମିତ୍ତଲ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ନେଇ

ରାକ୍ଷୀ ପୂର୍ଣ୍ଣିମା ପୂର୍ବରୁ ଭାଇ ଆଗରେ ଚାଲିଗଲା ଭଉଣୀର ଜୀବନ

କଟକ: ରାତି ପାହିଲେ ରାକ୍ଷୀ ପୂର୍ଣ୍ଣିମା । ଭାଇ-ଭଉଣୀଙ୍କ ଲାଗି ଏକ ପବିତ୍ର ଦିନ । ତେବେ ରାକ୍ଷୀ ପୂର୍ଣ୍ଣିମା ପୂର୍ବରୁ ଘଟିଛି ଏକ ଅଭାବନୀୟ ଘଟଣା । ଭାଇ ଆଗରେ ଚାଲିଗଲା ଭଉଣୀ ଜୀବନ । ସୂଚନା ଅନୁସାରେ କଟକ କାଠଯୋଡି ବିଜ୍ର ଉପରେ ଏକ ବାଇକକୁ ପଛପଟୁ ଧକ୍କା ଦେଇଛି ଟ୍ରକ୍ । ଏକ ବାଇକ୍

ସୁନ୍ଦରଗଡ଼ରେ ୪ ଓଡ଼ିଆ ହକି ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ରାଉରକେଲା: ନିକଟରେ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଖେଳାଳୀଙ୍କ ପ୍ରଦର୍ଶନ ଲାଗି ସାରା ଦେଶରେ ପ୍ରଂଶସା କରାଯାଇଥିଲ । ଭାରତୀୟ ପୁରୁଷ ହକି ଦଳରେ ୨ ଜଣ ଓଡ଼ିଆ ଖେଳାଳୀ ତଥା ଅମିତ ରେହିଦାସ ଓ ବିରେନ୍ଦ୍ର ଲାକ୍ରା ସ୍ଥାନ ପାଇଥିବା ବେଳେ ମହିଳା ଦଳରେ ଦୀପଗ୍ରେସ ଏକ୍କା ଏବଂ ନମିତା ଟପୋ